ରୁଷିଆର ମିଶାଇଲ ମାଡରେ ୟୁକ୍ରେନରେ ୯ ଲୋକ ମୃତ, ୬୪ ଆହତ, ଅଧିକାଂଶ ଅଞ୍ଚଳରେ ବ୍ଲାକ ଆଉଟ

କ୍ୱିଭ,୧୫ ।୧: ୟୁକ୍ରେନର ବିଭିନ୍ନ ସହରରେ ରୁଷିଆ ପକ୍ଷରୁ ମିଶାଇଲ ମାଡ ଲଗାତାର ଭାବେ ହୋଇଚାଲିଛି । ଏମିତି ଏକ ମିଶାଇଲ ମାଡରେ ୟକ୍ରେନର ଦକ୍ଷିଣ-ପୂର୍ବ ସହର ନିପ୍ରୋରେ ଥିବା ଏକ ଆପାର୍ଟମେଣ୍ଟର ଅଧାଭାଗ ନଷ୍ଟ ହୋଇଯାଇଛି ଯେଉଁଥିରେ ୧୨ ଜଣଙ୍କ ମୃତ୍ୟୁ ହେବା ସହ ୬୪ ଜଣ ଆହତ ହୋଇଛନ୍ତି । ଦ ଆସୋସିଏଟେଡ ପ୍ରେସ ୟୁକ୍ରେନ୍ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଉପ ମୁଖ୍ୟ କିରିଲୋ ଟଇମୋଶେକୋ ଏହି ସୂଚନା ଦେଇଥିବା କୁହାଯାଇଛି । ରୁଷିଆ ୟୁକ୍ରେନର ଶକ୍ତି ଉତ୍ପାଦନକୁ ଟାର୍ଗେଟ କରିଛି । ୟୁକ୍ରେନର ଶକ୍ତିମନ୍ତ୍ରୀ ଜର୍ମନ ଗାଲୂଶଚେଂକୋ କହିଛନ୍ତି, ରୁଷିଆ ପକ୍ଷରୁ କରାଯାଉଥିବା ଆକ୍ରମଣ ଯୋଗୁ ୟୁକ୍ରେନର ଅଧିକାଂଶ ଅଞ୍ଚଳ ଜରୁରୀ କାଳିନ ସ୍ଥିତିରେ ବ୍ଲାକ ଆଉଟ ହୋଇଛି ।
ଅନ୍ୟପଟେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ୟୁକ୍ରେନକୁ ଚ୍ୟାଲେଞ୍ଜର ୨ ଟ୍ୟାଙ୍କ ଓ ଆର୍ଟିଲରି ସିଷ୍ଟମ ଦେବାକୁ ଘୋଷଣା କରିଛନ୍ତି । ସସ୍କୋ ଦ୍ୱାର ପ୍ରାୟ ୨ ସପ୍ତାହରେ ପ୍ରଥମଥର କିଛି ୟୁକ୍ରେନ୍ ସହରକୁ ଲକ୍ଷିତ ମିଶାଇଲ ଆକ୍ରମଣ ମଧ୍ୟରେ ସୁନକ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri