ସାର ଦୋକାନ ବନ୍ଦ ପାଇଁ ନୋଟିସ୍‌ ଜାରି କଲା ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌

ପାଟଣା,୭ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭଅଁରପୁର ଶ୍ରୀଲକ୍ଷ୍ମୀ ଫର୍ଟିଲାଇଜର ବିକ୍ରୟ କେନ୍ଦ୍ରରେ ଗୁରୁବାର ଫର୍ଟିଲାଇଜର ଏନ୍ସଫୋର୍ସମେଣ୍ଟ ଟିମ୍‌ ଚଢ଼ାଉ କରି ଅନିୟମିତତା ଦେଖିବାକୁ ପାଇ ଦୋକାନ ବନ୍ଦ କରିବାକୁ ନୋଟିସ୍‌ ଜାରି କରିଛି। ଚଢାଉରେ ଘଟଗାଁ କୃଷି ଜିଲା ଅଧିକାରୀ ତୁଷାରକାନ୍ତ ମହାନ୍ତି,ପାଟଣା କୃଷି ଅଧିକାରୀ ବର୍ଷା ବୈଶାଳୀ, ପାଟଣା ସହକାରୀ କୃଷିର ଅଧିକାରୀ ପରେଶ କୁମାର ଦାଶ, ଘଟଗାଁ ସହକାରୀ କୃଷି ଅଧିକାରୀ ସୁବ୍ରତ କୁମାର ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri