Posted inଖେଳ

ଚେତୁନି ବିସିସିଆଇ

ଲଣ୍ଡନ,୭।୭: ଇଂଲଣ୍ଡରେ କରୋନା ସଂକ୍ରମଣ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏବେ ଇଂଲଣ୍ଡ ଦଳର ୭ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ସତ୍ତ୍ୱେ ବିସିସିଆଇ ଏଥିରୁ କିଛି ଶିକ୍ଷା ଲାଭ କରି ନାହିଁ। ଇଂଲଣ୍ଡ ଗସ୍ତରେ ଭାରତୀୟ ଖେଳାଳିଙ୍କ ଛୁଟିରେ ବ୍ରେsକ୍‌ ଲାଗିବ ନାହିଁ ବୋଲି ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲୁଟିସି ଫାଇନାଲ୍‌ ପରେ ଭାରତୀୟ ଦଳ ଏବେ ନିଜ ପରିବାର ସହ ସମୟ ବିତାଉଛନ୍ତି। କିଛି ଖେଳାଳି ମଧ୍ୟ ଜନଗହଳି ପୂର୍ଣ୍ଣ ସ୍ଥାନକୁ ଯାଉଛନ୍ତି, ଯେଉଁଥିପାଇଁ ସେମାନଙ୍କ ମଧ୍ୟରେ କରୋନା ଆକ୍ରାନ୍ତ ହେବାର ଆଶଙ୍କା ଅଛ।ଯଦି ଏହା ଘଟେ ତେବେ ସେହି ଖେଳାଳି ମଧ୍ୟ ଇଂଲଣ୍ଡ ସିରିଜରୁ ବାହାରେ ରହିପାରନ୍ତି।
ଭାରତୀୟ ଖେଳାଳିମାନେ ଜୁଲାଇ ୧୪ରେ ଲଣ୍ଡନରେ ଏକତ୍ରିତ ହେବେ ଯେଉଁଠାରୁ ସେମାନେ ଦୁଇ ସପ୍ତାହ ପ୍ରଶିକ୍ଷଣ ଶିବିର ଏବଂ ‘ସିଲେକ୍ଟ କାଉଣ୍ଟି ଏକାଦଶ’ ବିପକ୍ଷରେ ପ୍ରଥମ ଶ୍ରେଣୀ ମ୍ୟାଚ ପାଇଁ ଡୁରୁମ ଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାହଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ…

ଅପରେଶନ ସାଇବର କବଚ୍‌: ୬ ଗିରଫ

ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ…

T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri