ନିର୍ବନ୍ଧରେ ଦାମୀ ମୁଦି ପିନ୍ଧିଥିଲେ ଶିଳ୍ପା, ମୂଲ୍ୟ ଜାଣିଲେ

ନିର୍ବନ୍ଧ ମୁଦିକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଭିନେତ୍ରୀଙ୍କ ମଧ୍ୟରୁ ଶିଳ୍ପା ଶେଟ୍ଟୀ ଅନ୍ୟତମ। ବଲିଉଡର ଗ୍ଲାମର ଅଭିନେତ୍ରୀ କୁହାଯାଉଥିବା ଶିଳ୍ପା ମଧ୍ୟ ତାଙ୍କ ନିର୍ବନ୍ଧରେ ଏକ ମହଙ୍ଗା ରିଙ୍ଗ ପିନ୍ଧିଥିଲେ। ୨୦୦୯ରେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ସହ ତାଙ୍କର ବିବାହ ହୋଇଥିଲା। ନିର୍ବନ୍ଧ ସମୟରେ ରାଜ୍‌ ଶିଳ୍ପାଙ୍କୁ ୨୦ କ୍ୟାରେଟ ସଲିଟାରି ରିଙ୍ଗ ପିନ୍ଧାଇଥିଲେ। ଯାହାର ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କୁ ଘେରିଗଲେ ପ୍ରଶଂସକ, ରଣବୀର ସାଜିଲେ ବଡିଗାର୍ଡ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଗର୍ଲଫ୍ରେଣ୍ଡ ଆଲିଆ ଭଟ୍ଟଙ୍କ ସହ ୩୯ ତମ ଜନ୍ମଦିନ ପାଳନ କରିବା ପରେ ବୁଧବାର ମୁମ୍ବାଇ ଫେରିଥିଲେ। ଦୁଇଜଣଙ୍କୁ...

ଭାରତୀୟ ଫିଲ୍ମ ମହୋତ୍ସବରେ ତ୍ରିରଙ୍ଗା ଉଡାଇବେ ଅଭିଶେକ ବଚ୍ଚନ, କପିଲ ଦେବ

ମୁମ୍ବାଇ: ବଲିଉଡ ଅଭିନେତା ଅଭିଶେକ ବଚ୍ଚନ ଓ ପୂର୍ବତନ କ୍ରିକେଟ କ୍ୟାପଟେନ କପିଲ ଦେବ ୭୫ ତମ ସ୍ୱାଧିନତା ଦିବସ ଅବସରରେ ଇଣ୍ଡିଆ ଫିଲ୍ମ ଫେଷ୍ଟିଭାଲ...

ଅକ୍ଷୟ କୁମାରଙ୍କ ପାଇଁ ଫ୍ଲପ୍‌ ହେଲା ‘ସମ୍ରାଟ ପୃଥ୍ବୀରାଜ’!

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବକ୍ସ ଅଫିସରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ତେବେ ଫିଲ୍ମ ଫ୍ଲପ୍‌ ହେବା ପରେ ଅସନ୍ତୋଷ...

ଅର୍ଜୁନଙ୍କ ଫିଲ୍ମରେ ନାହାଁନ୍ତି କେହି ନାୟିକା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌’ ପାଇଁ ଖୁବ୍‌ ବ୍ୟସ୍ତ। ଆସନ୍ତା ୨୪ତାରିଖରେ ଏହା...

ହିମେଶଙ୍କ ପରେ ଏବେ ସଲମାନ୍‌: ରାନୁଙ୍କୁ ଘର, ‘ଦବଙ୍ଗ-୩’ରେ ଗୀତ ଗାଇବାକୁ ଦେଲେ ସୁଯୋଗ !

ପଶ୍ଚିମବଙ୍ଗ ରେଳ ଷ୍ଟେଶନରେ ଲତା ମଙ୍ଗେସକରଙ୍କ ‘ଏକ ପ୍ୟାର୍‌ କା ନଗ୍‌ମା ହୈ…’ ଗୀତ ଗାଇ ରାତାରାତି ଚର୍ଚ୍ଚାକୁ ଆସିଥିଲେ ରାନୁ ମଣ୍ଡଳ। ରାନୁଙ୍କ ଏହି...

ପରିବା ବିକୁଥିବା ସପ୍ଟଓ୍ବେୟାର ଇଞ୍ଜିନିୟରଙ୍କୁ ଚାକିରି ଦେଲେ ସୋନୁ

ମୁମ୍ବାଇ: ବଲିଉଡ୍‌ ଖଳନାୟକ ସୋନୁ ସୁଦ ଏବେ ଅସଲରେ ଜଣେ ନାୟକ ପାଲଟି ଯାଇଛନ୍ତି। କରୋନା ମହାମାରୀକୁ ନେଇ ଦେଶରେ ଯେଉଁଭଳି ଆର୍ଥିକ ସଙ୍କଟ ଦେଖାଦେଇଛି...

ଅମିତାଭ୍‌ଙ୍କ ‘ବ୍ଲଗ’କୁ ପୂରିଲା ୧୨ ବର୍ଷ: କହିଲେ ଲେଖିବାରେ ଦିନଟିଏ କରୁ ନ ଥିଲେ ମିସ୍‌

ମୁମ୍ବାଇ: ସମଗ୍ର ଦେଶରେ ବର୍ତ୍ତମାନ ଚାଲିଛି ଲକ୍‌ଡାଉନ୍‌। ଏବେ ଘରୁ କେହି ବାହାରକୁ ବାହାରୁନାହାନ୍ତି। ଏହି ସମୟରେ ବଲିଉଡ୍‌ର ନାମୀଦାମୀ କଳାକାରମାନେ ମଧ୍ୟ ଘରେ ସମୟ...

ବିବାହ ପାଇଁ ଟ୍ବିଙ୍କିଲଙ୍କ ସାମ୍ନାରେ ଅକ୍ଷୟ କୁମାର ରଖିଥିଲେ ଏଭଳି ସର୍ତ୍ତ

ମୁମ୍ବାଇ: ଖିଲାଡ଼ି କିଙ୍ଗ୍‌ ଅକ୍ଷୟ କୁମାର ଏବଂ ଟ୍ବିଙ୍କିଲ ଖାନ୍ନାଙ୍କ ଯୋଡ଼ି ବଲିଉଡ୍‌ରେ ସର୍ବୋତ୍ତମ ଯୋଡ଼ି ଭାବରେ ଗଣନା କରାଯାଏ। ୨୦୦୧ ଜାନୁୟାରୀ ୧୭ରେ ଏହି...

Advertisement
Archives

Model This Week