ନିର୍ବନ୍ଧରେ ଦାମୀ ମୁଦି ପିନ୍ଧିଥିଲେ ଶିଳ୍ପା, ମୂଲ୍ୟ ଜାଣିଲେ

ନିର୍ବନ୍ଧ ମୁଦିକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଭିନେତ୍ରୀଙ୍କ ମଧ୍ୟରୁ ଶିଳ୍ପା ଶେଟ୍ଟୀ ଅନ୍ୟତମ। ବଲିଉଡର ଗ୍ଲାମର ଅଭିନେତ୍ରୀ କୁହାଯାଉଥିବା ଶିଳ୍ପା ମଧ୍ୟ ତାଙ୍କ ନିର୍ବନ୍ଧରେ ଏକ ମହଙ୍ଗା ରିଙ୍ଗ ପିନ୍ଧିଥିଲେ। ୨୦୦୯ରେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ସହ ତାଙ୍କର ବିବାହ ହୋଇଥିଲା। ନିର୍ବନ୍ଧ ସମୟରେ ରାଜ୍‌ ଶିଳ୍ପାଙ୍କୁ ୨୦ କ୍ୟାରେଟ ସଲିଟାରି ରିଙ୍ଗ ପିନ୍ଧାଇଥିଲେ। ଯାହାର ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି କୁହାଯାଉଛି।

Share