ଯନ୍ତ୍ରୀ ନା ଜମିଦାର: ଯେତେ ଖୋଲୁଛି ସେତେ ବାହାରୁଛି ସୁନା

କଟକ,୫।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ ବାବୁଙ୍କ ଘରୁ ପୁଳା ପୁଳା ସୁନା ମିଳିଛି। ସୁନା ହାର, ଚେନ, ଚୁଡ଼ି, ମୁଦି ଏମିତି କେତେ କଣ ଅଳଙ୍କାରଭିଜିଲାନ୍ସ ହାତରେ ଲାଗିଛି। ୨୫ରୁ ଅଧିକ ସୁନା ମୁଦି, ପାଖାପାଖି ୩୦ଟି ସୁନା ହାର ଏହାସହ ଅନ୍ୟ ଅଳଙ୍କାର ଭିଜିଲାନ୍ସ ଜବତ କରିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ରେଡ ଚାଲିଛି।
ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ ଚାଲିଛି । ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri