ନେପାଳରେ Gen Z ବିକ୍ଷୋଭ ପରେ ବାଲେନ୍ଦ୍ର ଶାହଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଦାବି

ନୂଆଦିଲ୍ଲୀ,୯।୯: ନେପାଳରେ ଜେନ୍ ଜିଡ୍ ନେତୃତ୍ୱାଧୀନ ବିକ୍ଷୋଭ ଆଗରେ ମୁଣ୍ଡ ନୁଆଇଁ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେଇଛନ୍ତି। ଏବେ ସମସ୍ତଙ୍କ ନଜର କାଠମାଣ୍ଡୁର ମେୟର ବାଲେନ୍ଦ୍ର ଶାହଙ୍କ ଉପରେ ରହିଛି, ଯିଏ ବାଲେନ ନାମରେ ଜଣାଶୁଣା। ଅନଲାଇନ ଅଭିଯାନରେ ତାଙ୍କୁ ପରବର୍ତୀ ପ୍ରଧାନମନ୍ତ୍ରୀ କରିବାକୁ ଦାବି ଉଠିଛି।

ସପ୍ତାହବ୍ୟାପୀ ବିକ୍ଷୋଭ, ଯେଉଁଥିରେ ଜେନ୍ ଜିଡ ଆଗରେ ରହିଥିଲେ, ସରକାର ୨୬ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଯଥା ଫେସବୁକ, ଇନଷ୍ଟାଗ୍ରାମ, ୟୁଟ୍ୟୁବ ଓ ଏକ୍ସ ଉପରେ ପ୍ରତିବନ୍ଧକ ଲଗାଇବା ପରେ ତୀବ୍ର ହୋଇଥିଲା। ସୋମବାର ପୋଲିସ ଦମନରେ ଦେଶବ୍ୟାପୀ ଅତି କମରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିଲା, ଯେଉଁଥିରେ କାଠମାଣ୍ଡୁରେ ୧୮ ଜଣ ବିକ୍ଷୋଭକାରୀ, ଅଧିକାଂଶ ସ୍କୁଲ ଓ କଲେଜରେ ଥିବା ଛାତ୍ର, ପ୍ରାଣ ହରାଇଥିଲେ।

ଏହି ଅଶାନ୍ତି ମଧ୍ୟରେ ରାପର’ରୁ ରାଜନେତା ହୋଇଥିବା ବାଲେନ୍ଦ୍ର ଶାହ ବିକ୍ଷୋଭକାରୀଙ୍କ ସହ ସମର୍ଥନ ଜଣାଇଛନ୍ତି। ଫେସବୁକ ପୋଷ୍ଟରେ ସେ କହିଛନ୍ତି, ଆୟୋଜକମାନେ ଜେନ୍ ଜିଡକୁ ୨୮ ବର୍ଷରୁ କମ ବୟସ ଭାବେ ସୀମିତ କରିଥିବାରୁ ସେ ଉପସ୍ଥିତ ହୋଇପାରି ନାହାଁନ୍ତି, କିନ୍ତୁ ବିକ୍ଷୋଭକାରୀଙ୍କ ପ୍ରତିବାଦସ୍ୱର ଶୁଣାଯିବା ଜରୁରୀ ବୋଲି ସେ ମନେ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?