Posted inଜାତୀୟ

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ନିଶା ଦେଇ କାର୍‌ରେ ବଳାତ୍କାର

ଗୁରୁଗ୍ରାମ,୧୫।୨: ଗୁରୁଗ୍ରାମର ଏକ ମଲ୍‌ ପାର୍କିଂ ସ୍ଥଳରେ ଜଣେ ୨୭ ବର୍ଷୀୟା ଇଞ୍ଜିନିୟରିଂ ଛାତ୍ରୀଙ୍କୁ ନିଶା ଦେଇ କାର୍‌ ଭିତରେ ବଳାତ୍କାର କରାଯାଇଛି। ଅଭିଯୁକ୍ତ ଜଣକ ନିଯୁକ୍ତି ଦେବା ନାଁରେ ସାକ୍ଷାତ୍‌କାର ପାଇଁ ଛାତ୍ରୀଙ୍କୁ ଡକାଇଥିଲେ। ସେ ପୀଡ଼ିତାଙ୍କୁ ନିଶାଦ୍ରବ୍ୟ ମିଶା ପାଣି ପିଇବାକୁ ଦେବା ପରେ ବଳାତ୍କାର କରିଥିଲେ ବୋଲି ପୋଲିସ କହିଛି। ଡିଏଲ୍‌ଏଫ୍‌ ଅଞ୍ଚଳରେ ରହୁଥିବା ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ ସେ ଅନ୍‌ଲାଇନରେ ଚାକିରି ଖୋଜୁଥିବାବେଳେ ଅଭିଯୁକ୍ତଙ୍କ ଯୋଗାଯୋଗ ନମ୍ବର ପାଇଥିଲେ। ଅଭିଯୁକ୍ତ ନିଯୁକ୍ତି ପ୍ରତିଶ୍ରୁତି ଦେଇ ସାହାରା ମଲ୍‌କୁ ଡକାଇଥିଲେ। ଛାତ୍ରୀ ଜଣକ ସେଠାରେ ପହଞ୍ଚତ୍ବା ପରେ ତୁଷାର ତାଙ୍କୁ ମଲ୍‌ ପାର୍କିଂ ସ୍ଥଳକୁ ନେଇଯାଇ ନିଶାଦ୍ରବ୍ୟ ମିଶ୍ରିତ ପାଣି ପିଇବାକୁ ଦେଇଥିଲେ। ଛାତ୍ରୀ ଜଣକ ଅଚେତ ହୋଇଯିବା ପରେ ସେ ତାଙ୍କୁ କାର୍‌ ଭିତରକୁ ଠେଲିଦେଇ ବଳାତ୍କାର କରିଥିଲେ ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ସିସିଡିର କାମଚଳା ଅଧ୍ୟକ୍ଷ ହେଲେ ଏସ୍‌.ଭି. ରଙ୍ଗନାଥ

ବେଙ୍ଗାଲୁରୁ,୩୧।୭: ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥଙ୍କ ମୃତଦେହ ମିଳିବା ପରେ ଚାରିଆଡେ ବିଷାଦର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ଏସ୍‌.ଭି....

୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର

ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍‌କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ...

ଜେଏନୟୁରେ ଛାତ୍ରୀଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି, ସ୍ବାମୀ ବିବେକାନନ୍ଦଙ୍କ ମୂର୍ତ୍ତି ଭଙ୍ଗା ଘଟଣାର ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୫।୧୧: ଫି’ ବୃଦ୍ଧି ସହ ଅନ୍ୟାନ୍ୟ ଦାବି ନେଇ ସୋମବାର ଦିନ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନୟୁ) କ୍ୟାମ୍ପସ୍‌ ବାହାରେ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଆଦାନୀ ଜାଲିଆତିର ତଦନ୍ତ ଦାବି

ନୂଆଦିଲ୍ଲୀ,୭।୨(ପି.ଟି.):ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତ ଅଭିଯୋଗ ଆଣିବା ପରେ ଏହାର ତଦନ୍ତ ଦାବିରେ ସୋମବାର ବିରୋଧୀ ଦଳ...

ବିହାର ରାଜନୀତିରେ ଟୁଇଷ୍ଟ: ନୀତିଶ କୁମାରଙ୍କୁ ରାଜ୍ୟ ସଭା ପଠାଇପାରେ ଭାଜପା

ପାଟନା,୩୧।୩: ବିହାରରେ ବଡ଼ ଧରଣର ରାଜନୈତିକ ପରିବର୍ତ୍ତନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟ ସଭା ଯିବାକୁ ଇଛା ପ୍ରକାଶ କରିବା ପରେ ରାଜ୍ୟ...

ଦୈନିକ ସଂକ୍ରମଣ ପୁଣି ତଳମୁହାଁ…

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର...

ସୁସ୍ଥ ହେଲେ ସିଦ୍ଧରମେୟା

ବେଙ୍ଗାଲୁରୁ,୧୫।୧୨: ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ଏବେ ସୁସ୍ଥ ଥିବା ଜଣାପଡିଛି। ରବିବାର ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା କହିଛନ୍ତି। ଗତ...

ଆରେ ପ୍ରଦର୍ଶନକାରୀଙ୍କୁ ଆଶ୍ୱସ୍ତି: ସରକାର ଫେରାଇ ନେଲେ ସମସ୍ତ ମାମଲା

ମୁମ୍ବାଇ,୧୧ ।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର କହିଛନ୍ତି ଆରେରେ ପ୍ରସ୍ତାବିତ ମେଟ୍ରୋ କାର୍ ସେଡ୍ ବିରୋଧରେ ପ୍ରଦର୍ଶନ କରୁଥିବା ଲୋକଙ୍କ ବିରୋଧରେ ଯେିଁ...

Advertisement
Archives

Model This Week