ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ ଆତ୍ମ ହତ୍ୟା କରିବା ଘଟଣା ଚର୍ଚ୍ଚା ର ବିଷୟ ପାଲଟିଛି। ଖନ୍ତାପ ଥାନା ଅଧିନସ୍ଥ ଶେରଗଡ଼ ଠାରେ ଥିବା ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି)ରେ ସୋର ଥାନା ମଙ୍ଗଳପୁର ଅଞ୍ଚଳର ଗୋପୀନାଥପୁର ଗ୍ରାମର ଭାଗ୍ୟଶ୍ରୀ ରାଉତ (୧୯) ଯୁକ୍ତ ଦୁଇ ବିଜ୍ଞାନର ଦିତୀୟ ବର୍ଷର ଛାତ୍ରୀ ଭାବେ ପଢୁଥିଲା। ସେ ବିସିଇଟି ଛାତ୍ରୀବାସରେ ରହୁଥିଲେ। ମାତ୍ର ଆତ୍ମହତ୍ୟା କରିବା ପୂର୍ବରୁ ଛାତ୍ରୀ ନିଜର ମା’ ନିକଟକୁ ସୋମବାର ରାତିରେ ଫୋନ କରି କହିଥିଲେ ସେ ଆତ୍ମହତ୍ୟା କରିଦେବ। ମା’ ଫୋନ କରିବା ସମୟରେ ଝିଅର ଫୋନ ସ୍ବିଚ୍‌଼ ଅଫ କରିଦେଇ ଥିଲେ। ତୁରନ୍ତ ମା’ ଛାତ୍ରୀବାସର ୱାର୍ଡେନକୁ ଫୋନ କରି କହିବା ପରେ ୱାର୍ଡେନ ଯାଇ ଦେଖିବା ବେଳକୁ ଛାତ୍ରୀ ନିଜ ରୋମରେ ଫାସୀ ହୋଇ ଆତ୍ମହତ୍ୟା କରିଦେଇଛି।ଏହି ଘଟଣାକୁ ନେଇ ଛାତ୍ରୀଙ୍କ ପରିବାର ତରଫରୁ ଖନ୍ତାପ ଥାନାରେ ବିଳମ୍ବିତ ରାତିରେ ଝିଅକୁ ମାରିଦେଇଥିବା ବାବଦରେ ଅଭିଯୋଗ କରିଛନ୍ତି। ପୋଲିସ ମଙ୍ଗଳବାର ଶବ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ଯେଉଁଠି, ତ୍ରିଷା ସେଇଠି: ହାଇପ୍ରୋଫାଇଲ ବିବାହ ରିସେପ୍ସନରେ ଚର୍ଚ୍ଚାରେ ଷ୍ଟାର ଯୋଡ଼ି

ଚେନ୍ନାଇ,୬।୧୧: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ବିଜୟ ଏବଂ ଅଭିନେତ୍ରୀ ତ୍ରିଷା କ୍ରିଷ୍ଣନ ପୁଣି ଥରେ ଏକାଠି ନଜର ଆସିଛନ୍ତି। ଚେନ୍ନାଇରେ ଆୟୋଜିତ ଏକ ହାଇପ୍ରୋଫାଇଲ ବିବାହ…

ନିତ୍ୟା ରମଣ ହେଲେ ଲସ୍‌ ଆଞ୍ଜେଲସ୍‌ର ମେୟର, ଟ୍ରମ୍ପ କହିଲେ ଲଜ୍ଜାଜନକ….

ୱାଶିଂଟନ୍‌,୬।୧୧: ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରିପବ୍ଲିକାନ୍‌ ପାର୍ଟିକୁ ବଡ଼ ଝଟକା ଲାଗିଛି । ଲସ୍‌ ଆଞ୍ଜେଲସ୍‌ ଓ ୱାଶିଂଟନ୍‌ ଡିସିର ମେୟର ନିର୍ବାଚନରେ…

IPLରେ ୪୦ କୋଟିର ବ୍ଲାକ୍‌ମେଲ୍‌! ମାଲିକଙ୍କ ହୋଶ୍‌ ଉଡ଼ାଇଲେ ଷ୍ଟାର ଖେଳାଳି, ଦେଉଛନି ଧମକ

ନୂଆଦିଲ୍ଲୀ,୬।୧୧: ଆଇପିଏଲ ଫ୍ରାଞ୍ଚାଇଜି ମାଲିକଙ୍କ ମୁଣ୍ଡବ୍ୟଥା ବଢ଼ାଇଛନ୍ତି କିଛି ଷ୍ଟାର ଖେଳାଳି। ଆଇପିଏଲ୍‌ର ଆଗାମୀ ନିଲାମକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଖେଳାଳିଙ୍କ ରିଟେନ୍ସନ ଫି’କୁ…

ସମ୍ପର୍କରେ ରକ୍ତର ଛିଟା, ମାମୁଁଙ୍କୁ ତେଣ୍ଟା ଭୁସି ହତ୍ୟା

ଆଳି,୬।୧୧(ବନମାଳୀ ସେନାପତି): ତେଣ୍ଟା ଭୁସି ମାମୁଁଙ୍କୁ ହତ୍ୟା କଲେ ଭଣଜା ଓ ସମ୍ପର୍କୀୟ ପୁତୁରା । ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି…

ଡ୍ରଗ୍ସ ଟେଷ୍ଟରେ ଧରାପଡ଼ିଲେ ଅଷ୍ଟ୍ରେଲିଆର ଏହି ଷ୍ଟାର ବ୍ୟାଟର: କ୍ରିକେଟ୍‌ ଜଗତ ଲଜ୍ଜିତ, ଇସିବି କଲା ବାସନ୍ଦ

ସିଡନୀ,୬।୧୧: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟର କ୍ରିସ ଲିନ ଡ୍ରଗ୍ସ ଟେଷ୍ଟରେ ଧରାପଡ଼ିଛନ୍ତି। ତାଙ୍କ ଶରୀରରେ କୋକେନ ସେବନର ପ୍ରମାଣ ମିଳିବା ପରେ ଇଂଲଣ୍ଡ ଆଣ୍ଡ ୱେଲ୍ସ କ୍ରିକେଟ…

ନିର୍ବାଚନୀ ପ୍ରଭାବ, ମସ୍କଙ୍କ କମ୍ପାନୀର ବଜାର ମୂଲ୍ୟରେ ୧୩୦ ବିଲିୟନ ଡଲାର ହ୍ରାସ

ୱାଶିଂଟନ,୬।୧୧: ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଫଳାଫଳ ବୈଶ୍ୱିକ ପୁଞ୍ଜି ବଜାର ଉପରେ ତ୍ୱରିତ ପରିବର୍ତ୍ତନ ଆଣିଛି। କେବଳ ବାହାର ଦେଶ ନୁହେଁ, ଆମେରିକା ଶେୟାର ଓ ପୁଞ୍ଜି…

ଇତିହାସ ରଚିଲେ ମିଜୋରାମ ବ୍ୟାଟର ଚିନ୍ମୟ ସୁତାର: ଭାଙ୍ଗିଲେ ୧୦୩ ବର୍ଷର ପୁରୁଣା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୬।୧୧: ଭାରତୀୟ ଘରୋଇ କ୍ରିକେଟ୍‌ରେ ନୂଆ ଇତିହାସ ରଚିଛନ୍ତି ମିଜୋରାମର ବ୍ୟାଟର ଚିନ୍ମୟ ସୁତାର। ରଣଜୀ ଟ୍ରଫି ୨୦୨୬-୨୭ର ପ୍ଲେଟ ଗ୍ରୁପ୍‌ରେ ଖେଳୁଥିବା ଚିନ୍ମୟ ୧୦୩ ବର୍ଷର…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ହାସଲ କଲା ଧମାକାଦାର ବିଜୟ

ନୂଆଦିଲ୍ଲୀ,୬।୧୧: SAFF ଚାମ୍ପିୟନଶିପ ୨୦୨୬ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତୀୟ ଫୁଟବଲ ଟିମ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୩-୨ ଗୋଲ୍‌ରେ ପରାସ୍ତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?