Posted inଜାତୀୟ

ପୁଲ୍‌ଓ୍ବାମା ବିସ୍ଫୋରଣରେ ଖୁସିି ମନାଇଥିବା ଇଞ୍ଜିନିୟରିଂ ଛାତ୍ରଙ୍କୁ ୫ ବର୍ଷ ଜେଲ

ବେଙ୍ଗାଲୁରୁ,୨ା୧୧: ୨୦୧୯ ପୁଲ୍‌ଓ୍ବାମା ଆତ୍ମଘାତୀ ବିସ୍ଫୋରଣ ଘଟଣାକୁ ନେଇ ଫେସ୍‌ବୁକ୍‌ ଜରିଆରେ ଖୁସି ମନାଇଥିବା ବେଙ୍ଗାଲୁରୁର ୨୩ ବର୍ଷୀୟ ଇଞ୍ଜିନିୟରିଂ ଛାତ୍ରଙ୍କୁ ଏକ ସ୍ବତନ୍ତ୍ର ଅଦାଲତ ଦୋଷୀସାବ୍ୟସ୍ତ କରିବା ସହ ୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୯ ଫେବୃୟାରୀ ୧୪ରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ଆତଙ୍କବାଦୀ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ସିଆର୍‌ପିଏଫ୍‌ର ଏକ ଗାଡ଼ି ସହ ବିସ୍ଫୋରକ ଭର୍ତ୍ତି ଯାନ ଧକ୍କା କରାଇବାରୁ ୪୦ ଯବାନ ଶହୀଦ ହୋଇଥିଲେ। ଯବାନଙ୍କ ମୃତ୍ୟୁରେ ତୃତୀୟ ବର୍ଷ ଇଲେକ୍ଟ୍ରୋନିକ୍‌ ଓ କମ୍ୟୁନିକେଶନ ଛାତ୍ର ଫୈଜ୍‌ ସୋସିଆଲ ମିଡିଆରେ ଖୁସି ମନାଇଥିଲେ। ଘଟଣାର ୩ ଦିନ ପରେ ଗିରଫ ହୋଇ ସେ ବେଙ୍ଗାଲୁରୁ କେନ୍ଦ୍ରୀୟ କାରାଗାରରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri