ଓଡ଼ିଆରେ ଅନୁବାଦ ହେବ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ

ଭୁବନେଶର,୨୯।୮: ଇଞ୍ଜିନିୟରିଂ ତୃତୀୟ ଓ ଚତୁର୍ଥ ବର୍ଷ ପାଠ୍ୟପୁସ୍ତକ ଖୁବ୍‌ଶୀଘ୍ର ଓଡ଼ିଆରେ ଅନୁବାଦ ହେବ ବୋଲି ଜଣାପଡିଛି। ୫ଟି ଷ୍ଟ୍ରିମ୍‌ରେ ଏହା ମିଳିବ ବୋଲି ଏଆଇସିଟିଇ ଅଧ୍ୟକ୍ଷ ଟିଜି ସୀତାରାମ ସୂଚନା ଦେଇଛନ୍ତି। ଏନେଇ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ପ୍ରଥମ
ବର୍ଷ ବିଟେକ ପାଠ୍ୟକ୍ରମର ପାଠ୍ୟପୁସ୍ତକର ଓଡ଼ିଆ ଅନୁବାଦ ଶେଷ ହୋଇଛି। ଦ୍ବିତୀୟ ବର୍ଷର ପାଠ୍ୟପୁସ୍ତକ ଅନୁବାଦ କାର୍ଯ୍ୟ ଜାରି ରହିଛି। ଏସମସ୍ତ ପୁସ୍ତକକୁ ଏଆଇସିଟିଇର ଇକୁମ୍ବ ୱେବ୍ସାଇଟ୍‌ରେ ଅପଲୋଡ କରାଯାଇଛି। ବର୍ତ୍ତମାନ ସୁଦ୍ଧା ପ୍ରଥମ ବର୍ଷର ୨୦ଟି ବିଟେକ ଓ ଡିପ୍ଲୋମା ପାଠ୍ୟପୁସ୍ତକକୁ ଅପଲୋଡ କରାଯାଇଛି।

ଇଞ୍ଜିନିୟରିଂର ପ୍ରଥମରୁ ଚତୁର୍ଥ ବର୍ଷ ଯାଏ ଏବଂ ଡିପ୍ଲୋମା ପ୍ରଥମରୁ ତୃତୀୟ ବର୍ଷ ଯାଏ ପାଠ୍ୟପୁସ୍ତକ ଓଡ଼ିଆରେ ଉପଲବ୍ଧ ହେବ। ଦେଶର ୧୩ଟି ଭାଷାରେ ଇଞ୍ଜିନିୟରିଂ ଓ ଡିପ୍ଲୋମା ପାଠ୍ୟପୁସ୍ତକ ଅନୁବାଦ ହୋଇଛି।
ଓଡ଼ିଆରେ ଅନୁବାଦ ହୋଇଥିବା ପାଠ୍ୟପୁସ୍ତକଗୁଡିକ ଅନୁବାଦ ହୋଇ ଡିଜିଟାଲରେ ଉପଲବ୍ଧ ହେଉଛି । ପ୍ରଥମ ଓ ଦିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଠ୍ୟପୁସ୍ତକ ଏବେ ବଜାରରେ ମିଳୁଛି। ଏଆଇ ଆଇସିଟିଇ ପକ୍ଷରୁ ୧୦୦୦ ପାଠ୍ୟପୁସ୍ତକ ଓଡ଼ିଆ ଓଡ଼ି ଆ ଭାଷାରେ ବିଭିନ୍ନ କଲେଜକୁ ପ୍ରଦାନ କରାଯାଇଛି ବୋଲି ଟିଜି ସୀତାରାମ କହିଛନ୍ତି।

ସୂଚନାଯୋଗ୍ୟ, ୪ ବର୍ଷିଆ ବିଟେକ ପାଠ୍ୟକ୍ରମର ସମସ୍ତ ପାଠ୍ୟପୁସ୍ତକକୁ ଓଡ଼ିଆରେ ଅନୁବାଦ କରାଯିବ। ଏନେଇ ଏଆଇସିଟିଇର ଅନୁମୋଦନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri