Posted inଖେଳ

ଆଇପିଏଲ୍‌ ପୂର୍ବରୁ ଆର୍‌ସିବିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୩: ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଦଳଗୁଡିକରୁ ଅନେକ ଖେଳାଳି ବାଦ୍‌ ପଡ଼ୁଛନ୍ତି। ଟୁର୍ନାମେଣ୍ଟର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ଦୁଇଥର ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ପରେ ଏବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ମଧ୍ୟ ଏକ ବଡ଼ ଝଟ୍‌କା ଲାଗିଛି। ରିପୋର୍ଟ ଅନୁଯାୟୀ ଇଂଲଣ୍ଡର ଅଲରାଉଣ୍ଡର ୱିଲ ଜ୍ୟାକ୍ସ ଆହତ ହୋଇଛନ୍ତି। ତାଙ୍କ ଆଘାତ ଗୁରୁତର ଥିବାରୁ ସେ ଆଇପିଏଲ୍‌ର ପୂରା ସିଜନରୁ ବାଦ୍‌ ପଡ଼ିଛନ୍ତି। ଏହା ଆରସିବି ପାଇଁ ଏକ ବଡ ଝଟ୍‌କା ବୋଲି କୁହାଯାଉଛି।

ଇଂଲଣ୍ଡର ୨୪ ବର୍ଷୀୟ ଅଲରାଉଣ୍ଡର ୱିଲ ଜ୍ୟାକ୍ସଙ୍କ ପାଇଁ ଆଇପିଏଲ୍‌ ନିଲାମରେ ଦୁଇଟି ଦଳ ଆଗ୍ରହ ଦେଖାଇଥିଲେ। ପ୍ରଥମ ଦଳ ରାଜସ୍ଥାନ ରୟାଲ୍ସ ଏବଂ ଦ୍ୱିତୀୟ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଥିଲା। ନିଲାମରେ ଜ୍ୟାକ୍ସଙ୍କର ମୂଳ ମୂଲ୍ୟ ୧.୫୦ କୋଟି ଟଙ୍କା ଥିଲା। କିନ୍ତୁ ଶେଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ତାଙ୍କୁ ୩.୨୦ କୋଟିରେ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri