Odisha Elections 2024
Posted inଖେଳ

ହ୍ୟାରି ବ୍ରୁକ୍‌ଙ୍କ ରିପ୍ଲେସ୍‌ମେଣ୍ଟ ଘୋଷଣା କଲା ଇଂଲଣ୍ଡ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୩୫ରୁ ଭାରତ ବିପକ୍ଷ ୫ ଟେଷ୍ଟ ସିରିଜ ପାଇଁ ହ୍ୟାରି ବ୍ରୁକ୍‌ଙ୍କ ରିପ୍ଲେସ୍‌ମେଣ୍ଟ ଘୋଷଣା କରିଛି। ଭାରତ ବିପକ୍ଷ ସିରିଜରେ ହ୍ୟାରି ବ୍ରୁକଙ୍କ ସ୍ଥାନରେ ଡାନିଏଲ ଉଇଲିୟମ ଲରେନ୍ସ ବର୍ତ୍ତମାନ ଦଳର ଏକ ଅଂଶ ହେବେ। ବ୍ୟକ୍ତିଗତ କାରଣରୁ ସିରିଜ ଆରମ୍ଭ ପୂର୍ବରୁ ମଧ୍ୟ ହ୍ୟାରି ବ୍ରୁକ ଇଂଲଣ୍ଡ ଫେରିଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲରେନ୍ସ ଭାରତରେ ପହଞ୍ଚି ଦଳରେ ଯୋଗଦେବେ ବୋଲି ଇସିବି ଘୋଷଣା କରିଛି।
ସିରିଜରୁ ବାହାରିବା ପରେ ତୁରନ୍ତ ହ୍ୟାରି ବ୍ରୁକଙ୍କ ରିପ୍ଲେସ୍‌ମେଣ୍ଟ ଇସିବି ଘୋଷଣା କରିଛି। ଇସିବି ଏକ ବିବୃତ୍ତି ଜାରି କରି କହିଛି ଯେ ଭାରତ ବିପକ୍ଷ ସିରିଜ ପାଇଁ ଲରେନ୍ସ ଇଂଲଣ୍ଡ ଦଳରେ ଯୋଗଦେବେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲରେନ୍ସ ଦଳରେ ଯୋଗଦେବେ।
ଏହାପୂର୍ବରୁ ହ୍ୟାରି ବ୍ରୁକ ଭାରତ ଗସ୍ତରୁ ବାହାରିବା ବିଷୟରେ ଇସିବି ସୂଚନା ଦେଇଥିଲା।
ଦ୍ୱିତୀୟ ଥର ଯେ ଲରେନ୍ସଙ୍କୁ ଭାରତ ଗସ୍ତ କରିବାର ସୁଯୋଗ ମିଳିଛି। ୨୦୨୧ରେ ଲରେନ୍ସ ଭାରତ ବିପକ୍ଷରେ ଟେଷ୍ଟ ସିରିଜର ଅଂଶ ହୋଇଥିଲେ। ଅହମ୍ମଦାବାଦରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ଲରେନ୍ସ ଇଂଲଣ୍ଡ ପାଇଁ ଚମତ୍କାର ବ୍ୟାଟିଂ କରିଥିଲେ।ୟର ସାମ୍ନା କରିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୪ ଫାଇନାଲ ଖେଳିବ ଏହି ଦୁଇ ଟିମ୍‌!

ନୂଆଦିଲ୍ଲୀ,୨୧।୫: ଆଇପିଏଲ୍‌ ୨୦୨୪ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ୧୦ ଟିମ୍‌ ମଧ୍ୟରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଏବେ କେବଳ ୪ ଟିମ୍‌ ପ୍ଲେ ଅଫ୍‌...

କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍‌ ଫେଲ୍‌, କୋଲକାତାକୁ ମାତ୍ର ଏତିକି ରନ୍‌ର ସହଜ ଟାର୍ଗେଟ…

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନରେ ପ୍ଲେଅଫ୍‌ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର...

କୋଲକାତା ବିପକ୍ଷରେ ଟସ୍‌ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା...

ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍‌? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !

ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍‌ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ...

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri