Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ହେଲ୍ସଙ୍କ ଅବସର

ଲଣ୍ଡନ,୫ା୮: ଇଂଲଣ୍ଡର ବିସ୍ଫୋରକ ଓପନିଂ ବ୍ୟାଟର ଆଲେକ୍ସ ହେଲ୍ସ ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ୨୦୧୧ ଅଗଷ୍ଟରେ ମାଞ୍ଚେଷ୍ଟରରେ ଭାରତ ବିପକ୍ଷ ଏକ ଅନ୍ତର୍ଜାତୀୟ ଟି୨୦ ଖେଳି ଆଲେକ୍ସ ତାଙ୍କ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ସେ ଇଂଲଣ୍ଡ ତରଫରୁ ୧୧ ଟେଷ୍ଟ, ୭୦ ଅନ୍ତର୍ଜାତୀୟ ଦିନିକିଆ ଏବଂ ୭୫ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଘଟଣାକ୍ରମେ ହେଲ୍ସ ଭାରତ ବିପକ୍ଷରେ ମଧ୍ୟ ତାଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ଅଷ୍ଟ୍ରେଲିଆରେ ୨୦୨୨ରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ସେ ୪୭ ବଲ୍‌ରେ ୮୬ (୪ ଚୌକା ଓ ୭ ଛକା) ରନ୍‌ କରି ଅପରାଜିତ ରହିଥିଲେ। ଆଡିଲେଡ୍‌ଠାରେ ୧୬୯ରନର ବିଜୟ ଲକ୍ଷ୍ୟ ପିଛା କରୁଥିବା ବେଳେ ହେଲ୍ସ ଓ ଜୋସ୍‌ ବଟଲର (୮୦ ନଟ୍‌ଆଉଟ)ଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ଇଂଲଣ୍ଡ ୧୦ ଉଇକେଟରେ ବିଜୟ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri