Posted inଖେଳ

ରୋମାଞ୍ଚକର ମ୍ୟାଚ୍‌ରେ ୪ ରନ୍‌ରେ ଭାରତକୁ ହରାଇ ସେମିରେ ଇଂଲଣ୍ଡ,

ଇନ୍ଦୋର,୧୯ା୧୦: ମହିଳା ବିଶ୍ୱକପରେ ଭାରତ ଇଂଲଣ୍ଡ ଠାରୁ ୪ ରନରେ ହାରିଛି। ଶେଷ ୩ ଓଭରରେ ୨୭ ରନ ଦରକାର ଥିବା ବେଳେ ଦୀପ୍ତି ଶର୍ମାଙ୍କ ଉଇକେଟ ପଡ଼ିବା ପରେ ଭାରତ ହାରିଗଲା। ଇଂଲଣ୍ଡ ୫୦ ଓଭରରେ ୨୮୮ ରନ କରିଥିଲା, କିନ୍ତୁ ଭାରତ ୨୮୪ ରନରେ ଅଟକି ଗଲା। ଏହା ଭାରତର ଲଗାତାର ତୃତୀୟ ପରାଜୟ।

ସ୍ମୃତି ମାନ୍ଧନା ୮୮ ଓ ହରମନପ୍ରୀତ କୌର ୭୦ ରନ କରି ୧୨୫ ରନର ଗୁରୁତ୍ୱପୂର୍ଣ୍ଣ ଭାଗୀଦାରୀ କରିଥିଲେ। ଦୀପ୍ତି ୫୦ ରନ କରି ଆଉଟ ହେବା ପରେ ଅମନଜୋତ କୌର ଚାପରେ ରନ କରିପାରିଲେ ନାହିଁ।

ଇଂଲଣ୍ଡ, ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ସେମିଫାଇନାଲରେ ପହଞ୍ଚିଛନ୍ତି। ଚତୁର୍ଥ ସ୍ଥାନ ପାଇଁ ଭାରତ ସମେତ ୫ ଦଳ ମଧ୍ୟରେ ଲଢ଼େଇ ଜାରି ରହିଛି। ଭାରତକୁ ନ୍ୟୁଜିଲ୍ୟାଣ୍ଡ ଓ ବାଂଲାଦେଶ ବିପକ୍ଷରେ ଆଗାମୀ ଦୁଇଟି ମ୍ୟାଚ ଜିତି ନେଟ ରନ ରେଟ ବଢ଼ାଇବାକୁ ପଡ଼ିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri