Posted inଖେଳ

ଭାରତର ଲଜ୍ଜାଜନକ ପରାଜୟ

ଚେନ୍ନାଇ,୯।୨: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଘରୋଇ ଦଳ ଲଜ୍ଜାଜନକ ପରାଜୟ ଭୋଗିଛି। ଇଂଲଣ୍ଡ ଏହି ଟେଷ୍ଟରେ ଭାରତକୁ ୨୨୭ ରନ୍‌ର ପରାଜିତ କରିଛି। ଏହାସହ ଭ୍ରମଣକାରୀ ଦଳ ୧-୦ ସିରିଜ୍‌ ଆଗେଇଛି। ଏହି ବିଜୟ ସଂ ଇଂଲଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ ତାଲିକାର ଶୀର୍ଷରେ ପହଞ୍ଚିଛି। ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ୫୭୮ ରନ୍‌ କରି ଅଲଆଉଟ୍‌ ହୋଇଥିଲା ଏହାର ଜବାବରେ ଭାରତ ୩୩୭ ରନ୍‌ କରିଥିଲା। ସେହିପରି ଇଲଣ୍ଡ ଦ୍ୱିତୀୟ ଇନିଂସରେ ୧୭୮ କରି ଥବବାବେଳେ ଭାରତ ଆଗରେ ୪୨୦ ରନ୍‌ ବିଜୟ ଲକ୍ଷ ଧାର୍ଯ୍ୟ କରିଥିଲା। ଏହାର ଜବାବରେ ଭାରତ ମାତ୍ର ୧୯୨ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ…

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

ଦମ୍‌ଦାର ବିଜୟ ସହ ଫ୍ରେଞ୍ଚ ଓପନ ଫାଇନାଲରେ ପହଞ୍ଚିଲେ ପି.ଭି. ସିନ୍ଧୁ

ପ୍ୟାରିସ୍‌,୨୪ା୧୦: ଜାପାନର ହୀନା ଆକେଚିଙ୍କ ବିପକ୍ଷରେ ରୋମାଞ୍ଚ ବିଜୟ ହାସଲ କରି ଦୁଇଥର ଅଲିମ୍ପିକ ପଦକ ବିଜେତା ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ଫ୍ରେଞ୍ଚ ଓପନ ବ୍ୟାଡ୍‌ମିଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?