ICC World Cup 2023: ଭାରତ ବିପକ୍ଷରେ ଟସ୍ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଜାଣନ୍ତୁ ଭାରତର ପ୍ଲେଇଂ ଇଲେଭେନ

ଲକ୍ଷ୍ନୌ,୨୯।୧୦: ଆଇସିସି ଦିନିକିଆ ବିଶ୍ୱକପର ଏକ ହାଇଭୋଲ୍ଟେଜେ ମ୍ୟାଚରେ ରବିବାର ଭାରତ-ଇଂଲଣ୍ଡ ଉତ୍ତର ପ୍ରଦେଶର ଏକନା ଷ୍ଟାଡିୟମରେ ମୁହାଁମୁହିଁ ହେଉଛନ୍ତି। ଇଂଲଣ୍ଡ ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତି ନେଇଛି।

ଚଳିତ ବିଶ୍ୱକପରେ ସମସ୍ତ ପାଞ୍ଚ ମ୍ୟାଚରେ ଭାରତ ବିଜୟ ଲାଭ କରିଥିବା ବେଳେ ଅନ୍ୟପଟେ ଇଂଲଣ୍ଡ ପାଞ୍ଚ ମ୍ୟାଚ୍ରୁ ଚାରିରେ ପରାଜୟ ବାରଣ କରିସାରିଛି। ଏହାବାଦ ଆଜିର ମ୍ୟାଚ ବେଶ ଉତ୍କଣ୍ଠାପୂର୍ଣ୍ଣ ହେବ ବୋଲି ଆଶା କରାଯାଉଛି।

ଦିନିକିଆ ବିଶ୍ୱକପରେ ଭାରତ ଇଂଲଣ୍ଡ ବିପକ୍ଷରେ ୮ ମ୍ୟାଚରେ ବିଜୟ ହାସଲ କରିଥିବା ବେଳେ ଇଂଲଣ୍ଡ ୪ଟି ରେ ବିଜୟ ହାସଲ କରିଛି। ବିଶ୍ୱକପରେ ଭାରତ ଇଂଲଣ୍ଡ ବିପକ୍ଷରେ ଶେଷଥର ପାଇଁ ୨୦୦୩ରେ ବିଜୟର ସ୍ୱାଦ ଚାଖିଥିଲା। ତେବେ ଆଜିର ମ୍ୟାଚରେ ଦୁଇ ଟିମରେ କୌଣସି ପରିବର୍ତ୍ତନ ହୋଇନାହିଁ।

ଭାରତ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ମହମ୍ମଦ ଶାମି, ଜସପ୍ରୀତ ବୁମରା, ମହମ୍ମଦ ସିରାଜ।

ଇଂଲଣ୍ଡ: ଜନି ବେୟାରଷ୍ଟୋ, ଡେଭିଡ ମଲାନ, ଜୋ ରୁଟ, ବେନ ଷ୍ଟୋକ୍ସ, ଜୋସ ବଟଲର (ୱିକେଟ୍ କିପରି/ ଅଧିନାୟକ), ଲିଆମ ଲିଭିଙ୍ଗଷ୍ଟୋନ, ମୋଇନ ଅଲି, କ୍ରିସ ୱୋକସ, ଡେଭିଡ ୱିଲି, ଆଦିଲ ରସିଦ, ମାର୍କ ଉଡ୍।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri