Posted inଖେଳ

ଟିମ୍‌ ଇଣ୍ଡିଆ ହାତରୁ ଚାଲି ଯାଇପାରେ ଡବ୍ଲ୍ୟୁଟିସି ଫାଇନାଲ

ଦୁବାଇ,  ୯ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜ୍ୟାଜନକ ପରାଜୟ ପରେ ଭାରତୀୟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ର଼୍ୟାଙ୍କିଙ୍ଗ୍‌ରେ ପୂର୍ବରୁ ପ୍ରଥମ ସ୍ଥାନରେ ଥିବା ଟିମ୍‌ ଇଣ୍ଡିଆ ଏବେ ଖସିଯାଇଛି ଚତୁର୍ଥ ସ୍ଥାନକୁ। ଏଥିଯୋଗୁ ଚଳିତ ବର୍ଷ ଜୁନରେ ଲଡର୍‌ସଠାରେ ଖେଳାଯିବାକୁ ଥିବା ପ୍ରଥମ ଡବ୍ଲ୍ୟୁଟିସି ଫାଇନାଲରେ ଖେଳିବାର ସୁଯୋଗ ହାତଛଡ଼ା କରିପାରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ।

ଅପରପକ୍ଷେ ଭ୍ରମଣକାରୀ ଇଂଲଣ୍ଡ ନିକଟରେ ଡବ୍ଲ୍ୟୁଟିସି ଫାଇନାଲରେ ଖେଳିବାର ସୁଯୋଗ ରହିଛି। ଚେନ୍ନାଇ ଟେଷ୍ଟରେ ବୃହତ୍‌ ବିଜୟ ଯୋଗୁ ଡବ୍ଲ୍ୟୁଟିସି ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ଅଧିକାର କରିଛି ଇଂଲଣ୍ଡ। ଏହି ସମ୍ମାନଜନକ ଫାଇନାଲ ମ୍ୟାଚ୍‌ ପାଇଁ ଏକମାତ୍ର ଦଳ ଭାବେ ନ୍ୟୁଜିଲାଣ୍ଡ ଯୋଗ୍ୟତା ଅର୍ଜନ କରିସାରିଛି। ଉଲ୍ଲେଖଯୋଗ୍ୟ, ଅଷ୍ଟ୍ରେଲିଆକୁ ଅଷ୍ଟ୍ରେଲିଆରେ ହରାଇ ଐତିହାସିକ ବିଜୟ ସହ ଡବ୍ଲ୍ୟୁଟିସି ର଼୍ୟାଙ୍କିଙ୍ଗ୍‌ର ଶୀର୍ଷକୁ ଉଠିଥିଲା ଭାରତ। ଏବେ ଟିମ୍‌ ଇଣ୍ଡିଆକୁ ଚଳିତ ଇଂଲଣ୍ଡ ବିପକ୍ଷ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୧ କିମ୍ବା ୩-୧ ବ୍ୟବଧାନରେ ଜିତିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ସ୍ପୋଟର୍‌ସ ବ୍ୟୁରୋ)-ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ...

ବିଜୟ ଦ୍ୱାରରେ ଭାରତ-ଏ

ବେଙ୍ଗାଲୁରୁ, ୩।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ବିଜୟ ଦ୍ୱାରଦେଶରେ ପହଞ୍ଚତ୍ଛି।...

ବାର୍ସିଲୋନା ଛାଡ଼ିପାରିବେ ମେସି

ମାଡ୍ରିଡ୍‌, ୭।୯(ଏଏଫ୍‌ପି)- ସ୍ପାନିଶ ଦଳ ଆର୍ଜେଣ୍ଟିନା ଖେଳାଳି ଲିଓନେଲ ମେସିଙ୍କ ଭବିଷ୍ୟତ ନେଇ ଚିନ୍ତିତ ନୁହନ୍ତି ବାର୍ସିଲୋନା ସଭାପତି ଯୋସେପ ମାରିଆ ବାର୍ଟୋମେ। ମେସି ଚଳିତ...

ଡୋପିଂ: ବାସ୍କେଟ୍‌ବଲ ଖେଳାଳି ସତ୍‌ନାମ ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୨୫।୧୨(ପି.ଟି.): ୨୦୧୫ରେ ପ୍ରଥମ ଭାରତୀୟ ବାସ୍କେଟବଲ୍‌ ଖେଳାଳି ଭାବେ ଏନ୍‌ବିଏ ଟିମ୍‌ରେ ସାମିଲ ହୋଇଥିବା ସତ୍‌ନାମ ସିଂ ଭମରା ଖେଳରୁ ୨ ବର୍ଷ ବାସନ୍ଦ ହୋଇଛନ୍ତି।...

କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା

ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ...

ଜବରଦସ୍ତ ଫର୍ମରେ ଅଧିନାୟକ: ଇଂଲଣ୍ଡ ବିପକ୍ଷରେ ଅର୍ଦ୍ଧଶତକ ମାରି ଭାଙ୍ଗିଲେ ଏକାଧିକ ରେକର୍ଡ

ପୁଣେ,୨୩।୩: ମଙ୍ଗଳବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ବିରାଟ କୋହଲି ନୂଆ ଉପଲବ୍ଧି ହାସଲ କରିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମରେ ଖେଳାଯାଉଥିବା...

ପଟିଆଲା ରାଜାଙ୍କ ନାମରେ ନାମିତ ହେବ ଏହି କ୍ରିକେଟ୍‌ ଷ୍ଟାଡିୟମ

ଚଣ୍ଡିଗଡ଼, ୧୦।୮: ମୁଲାନପୁରଠାରେ ନିର୍ମାଣ ଚାଲିଥିବା ନୂଆ କ୍ରିକେଟ୍‌ ଷ୍ଟାଡିୟମର ନାମ ପଟିଆଲାର ଅନ୍ତିମ ରାଜା ସ୍ବର୍ଗତ ମହାରାଜା ଯାଦବିନ୍ଦ୍ର ସିଂଙ୍କ ନାମରେ ନାମିତ କରାଯିବ।...

ଇଂଲଣ୍ଡକୁ ଲାଗିଲା ଶକ୍ତ ଧକ୍କା

ପୁଣେ, ୨୫ା୩: ପରାଜୟ ସହ ଦିନିକିଆ ସିରିଜ୍‌ ଆରମ୍ଭ କରିଥିବା ଇଂଲଣ୍ଡ ଦଳକୁ ଗୁରୁବାର ଦ୍ୱିତୀୟ ମ୍ୟାଚ୍‌ ପୂର୍ବରୁ ଲାଗିଛି ଶକ୍ତ ଧକ୍କା। ସିରିଜ୍‌ର ଅନ୍ତିମ...

Advertisement
Archives

Model This Week