Posted inଖେଳ

ଚେନ୍ନାଇରେ ପହଞ୍ଚିଲେ ଇଂଲଣ୍ଡ ଖେଳାଳି

ଚେନ୍ନାଇ,୨୭।୧: ଭାରତ ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଅଧିନାୟକ ଜୋ ରୁଟ୍‌ଙ୍କ ସମେତ ଇଂଲଣ୍ଡ କ୍ରିକେଟ ଦଳର କେତେକ ସଦସ୍ୟ ବୁଧବାର ଚେନ୍ନାଇରେ ପହଞ୍ଚିଛନ୍ତି। ସିରିଜ୍‌ର ପ୍ରଥମ ଦୁଇଟି ଟେଷ୍ଟ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ରୁଟ୍‌ ଓ ଇଂଲଣ୍ଡର ଅନ୍ୟ ଖେଳାଳିମାନେ ସକାଳ ୧୦.୩୦ରେ ଶ୍ରୀଲଙ୍କାରୁ ଭାରତ ଗସ୍ତ କରିଥିଲେ। ଏଠାରେ ପହଞ୍ଚିବା ପରେ ଖେଳାଳିମାନେ ସିଧା ଟିମ୍‌ ହୋଟେଲକୁ ଯାଇଥିଲେ। ହୋଟେଲରେ ଦୁଇ ଦଳର ସଦସ୍ୟ ବାୟୋ ବବଲ୍‌ରେ ରହିବେ ବୋଲି ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ)ର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬.୩ ଓଭରରେ ମ୍ୟାଚ୍‌ ଶେଷ କଲା ଭାରତ

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍‌ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ପକ୍ଷରୁ ୮୬...

ମଦର୍ସ ପବ୍ଲିକ୍‌ ସ୍କୁଲ ଚାମ୍ପିୟନ୍‌

ଭୁବନେଶ୍ୱର, ୭ା୧୧(ସ୍ପୋଟର୍‌ସ ବ୍ୟୁରୋ): ଓଡିଏମ୍‌ ଗ୍ଲୋବାଲ ସ୍କୁଲ ପରିସରରେ ରବିବାର ପ୍ରୋ ସ୍କୁଲ ବାସ୍କେଟବଲ୍‌ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଉଭୟ ବାଳକ ଓ ବାଳିକା ବର୍ଗରେ...

ଆଉ ଜଣେ ଭାରତୀୟ ଖେଳାଳି ଆହତ

ସାଉଥାମ୍ପଟନ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ସମସ୍ୟା ବଢ଼ିବାରେ ଲାଗିଛି। ଓପନର ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଥିବା ବେଳେ ଭୁବନେଶ୍ୱର କୁମାର ଆହତ ସମସ୍ୟା...

ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.):  ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ...

ଆଇପିଏଲ-୧୪: ହାଇଦ୍ରାବାଦ ବିପକ୍ଷରେ ଦିଲ୍ଲୀ ଫେଭରାଇଟ୍‌

ଚେନ୍ନାଇ,୨୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ଓ ଡେଭିଡ୍‌ ଓ୍ବାର୍ନରଙ୍କ ସନରାଇଜର୍ସ...

ରଣଜୀ ଟ୍ରଫି: ଓଡ଼ିଶା ବୋଲର ନିରାଶ

ଭୁବନେଶ୍ୱର, ୫।୧ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ବୋଲରଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଫଳରେ ନାଗାଲାଣ୍ଡ...

ଆଇପିଏଲ୍‌ ଅକ୍‌ଶନ ପୂର୍ବରୁ ବଡ଼ ଘୋଷଣା କଲା ବିସିସିଆଇ

ବାଙ୍ଗାଲୋର,୯।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୧୫ତମ ସଂସ୍କରଣ ଲାଗି ଅଷ୍ଟ୍ରେଲିଆ ଖେଳାଳିଙ୍କ ଉପଲବ୍ଧତା ଏବେ କିଛି କଣ୍ଡିଶନ ଉପରେ ନିର୍ଭର କରୁଛି। ସବୁଠୁ ଧନୀ...

ପାକିସ୍ତାନରେ ଆରମ୍ଭ ହେବ ପିଏସ୍‌ଏଲ-୫

କରାଚୀ,୧୯।୨(ଏଏଫ୍‌ପି)- ଦେଶର କ୍ରିକେଟ ପ୍ରେମୀମାନେ ପ୍ରଥମ ଥର ପାଇଁ ପାକିସ୍ତାନରେ ପିଏସ୍‌ଏଲ (ପାକିସ୍ତାନ ସୁପର ଲିଗ୍‌) ଉପଭୋଗ କରିବାକୁ ଯାଉଛନ୍ତି। ଦୀର୍ଘ ଏକ ମାସ ଧରି...

Advertisement
Archives

Model This Week