Posted inଖେଳ

ବାୟୁ ପ୍ରଦୂଷଣକୁ ନେଇ ଚିନ୍ତାରେ ଦଳ: ଇନ୍‌ହେଲର ନେଉଛନ୍ତି ଇଂଲଣ୍ଡ ଖେଳାଳି

ନୂଆଦିଲ୍ଲୀ,୨ା୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ନେଇ ଇଂଲଣ୍ଡ ଦଳ ଚିନ୍ତାରେ ପଡ଼ିଛି। ପ୍ରଦୂଷଣର ସ୍ତର ବଢିବା କାରଣରୁ ଦଳର ଖେଳାଳିମାନେ ମାସ୍କ ପିନ୍ଧିବା ସହ ଇନ୍‌ହେଲର ବ୍ୟବହାର କରୁଛନ୍ତି।

କିଛି ଦିନ ତଳେ ବେଙ୍ଗାଲୁରୁରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବେନ୍‌ ଷ୍ଟୋକ୍ସ ଇନ୍‌ହେଲର ବ୍ୟବହାର କରିଥିଲେ। ଦିଲ୍ଲୀରେ ବର୍ତ୍ତମାନ ବାୟୁ ପ୍ରଦୂଷଣର ସୂଚକାଙ୍ଗ ୪୦୦ ଅତିକ୍ରମ କରିଛି। ଏହାକୁ ନେଇ ବୁଧବାର ବସିସିଆଇ ପକ୍ଷରୁ ଦିଲ୍ଲୀ ଓ ମୁମ୍ବାଇରେ ଆତସବାଜି ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଇଂଲଣ୍ଡ ଖେଳାଳି ମାନେ ବର୍ତ୍ତମାନ ଦିଲ୍ଲୀରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri