Posted inଖେଳ

ଭାରତଠୁ ସିରିଜ୍‌ ହାରିବା ପରେ ବୋର୍ଡକୁ ସମାଲୋଚନା କଲେ ପୂର୍ବତନ ଅଧିନାୟକ

ଲଣ୍ଡନ,୮।୩ : ଭାରତଠାରୁ ୩-୧ ବ୍ୟବଧାନରେ ସିରିଜ୍‌ ହାରିବା ପରେ ଇଂଲଣ୍ଡ ଦଳର ପୂର୍ବତନ ଅଧିନାୟକ ମାଇକେଲ ଭନ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ସମାଲୋଚନା କରିଛନ୍ତି। ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ ଇଆନ ମୋର୍ଗାନଙ୍କୁ ଯେଉଁ ଭଳି ଇସିବି ସମର୍ଥନ ଦେଉଛି, ସେଭଳି କାହିଁକି ଟେଷ୍ଟ କ୍ୟାପଟେନ ଜୋ ରୁଟ୍‌ଙ୍କ କ୍ଷେତ୍ରରେ କରୁ ନାହିଁ ବୋଲି ପ୍ରଶ୍ନ ଉଠାଇଛନ୍ତି ଭନ।

ମୋର୍ଗାନଙ୍କୁ ଦଳରେ ଇଚ୍ଛା ଅନୁଯାୟୀ ଖେଳାଳି ମିଳୁଛି। କିନ୍ତୁ ରୁଟ୍‌ଙ୍କ କ୍ଷେତ୍ରରେ ଏଭଳି କରାଯାଉ ନାହିଁ। ଇସିବିର ରୋଟେଶନ ପଲିସି ହିସାବରେ ଖେଳାଳିଙ୍କୁ ଟେଷ୍ଟ ଦଳରେ ସୁଯୋଗ ଦିଆଯାଉଛି। ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ପାଇଁ ଇଂଲଣ୍ଡ ଦୃବଳ ଦଳ ପଠାଇଥିଲା ବୋଲି ଏକ ଇଂରାଜୀ ଖବରକାଗଜ ପାଇଁ ଏକ ସ୍ତମ୍ଭରେ ଭନ ଉଲ୍ଲେଖ କରିଛନ୍ତି।

ମୁଁ ରୋଟେଶନ ପଲିସିକୁ ବିରୋଧ କରୁନାହିଁ। କୋଭିଡ୍‌ ବବଲରୁ ପ୍ରତ୍ୟେକ ଖେଳାଳିଙ୍କୁ ବ୍ରେକ ଦରକାର। କିନ୍ତୁ ଏହି ନିୟମ ଯୋଗୁ ଆମ ଟେଷ୍ଟ ଦଳ ଦୃବଳ ହୋଇପଡ଼ୁଛି। କ୍ରିକେଟର ଲମ୍ବା ଫର୍ମାଟର ମୁଁ ଜଣେ ବଡ଼ ପ୍ରଶଂସକ ହୋଇଥିବାରୁ ମୋତେ ଏହା ବାଧୁଛି ବୋଲି ଭନ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୫୨…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ସୁପର ଓଭରରେ ଭାରତକୁ ଦରକାର ୧୪ ରନ୍‌

ଓ୍ବେଲିଂଟନ,୩୧।୧-ପୂର୍ବ ମ୍ୟାଚ୍‌ ଭଳି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ ମଧ୍ୟ ସୁପର ଓଭରରେ ପ୍ରବେଶ କରିଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ...

କ୍ରିକେଟର ସ୍ବାମୀଙ୍କଠାରୁ ଅଧିକ ଲୋକପ୍ରିୟ ଏହି ଆଙ୍କର୍‌: ଫୁଟବଲ୍‌ ବିଶ୍ୱକପ୍‌ ଏବଂ କମନଓ୍ବେଲ୍‌ଥ୍‌ ଗେମ୍ସ୍‌‌ରେ ଆସିଛନ୍ତି ନଜର

ନୂଆଦିଲ୍ଲୀ,୧୫।୯: ଭାରତରେ ବହୁତ କମ୍‌ କ୍ରିକେଟ ଖେଳାଳି ଅଛନ୍ତି ଯେଉଁମାନଙ୍କ ଜୀବନସାଥୀ ମଧ୍ୟ କ୍ରିକେଟଜଗତ ସହ ଡଡ଼ିତ। ସେଭଳି ଗୋଟିଏ ଦମ୍ପତ୍ତି ହେଲେ ଷ୍ଟୁଅର୍ଟ ବିନ୍ନି...

ମୁମ୍ବାଇ ଆକ୍ରମଣ ବେଳେ ଫେରିଥିଲା ଇଂଲଣ୍ଡ ଟିମ୍‌, ଭାରତ ତାହା ଭୁଲି ନ ଯାଉ: ଗାଭାସ୍କର

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଭିଜ୍ଞ ଓପନର ସୁନୀଲ ଗାଭାସ୍କର ବିସିସିଆଇର ଯୋଜନାକୁ ପ୍ରଶଂସା କରିଛନ୍ତି। ବାତିଲ ହୋଇଥିବା ମାଞ୍ଚେଷ୍ଟର ଟେଷ୍ଟକୁ ପୁଣି ଥରେ...

ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ

ରାଉରକେଲା,୧୩।୧: ପୁରୁଷ ହକି ବିଶ୍ୱକପ୍‌ ୨୦୨୩ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସ୍ପେନ୍‌ ବିପକ୍ଷରେ ଖେଳିଥିବା ପ୍ରଥମ ମ୍ୟାଚ୍‌ରେ...

ସ୍ପିନର ରୂପେ ପଦାର୍ପଣ କରିଥିଲେ, କିନ୍ତୁ ଏବେ ନଂ ୧ ଟେଷ୍ଟ ବ୍ୟାଟ୍ସମ୍ୟାନ

ଷ୍ଟିଭ ସ୍ମିଥଙ୍କ ନାମ ପ୍ରାୟତଃ କ୍ରିକେଟ ପ୍ରଶଂସକମାନେ ଶୁଣିଥିବେ। କିନ୍ତୁ ତାଙ୍କ ଅତୀତ ବିଷୟରେ ଖୁବ କମ୍‌ଙ୍କୁ ଜଣା। ୨୦୧୦ ସିଜନରେ ମେଲବୋର୍ନଠାରେ ପାକିସ୍ତାନ ବିପକ୍ଷରେ...

ଆଇଏସ୍‌ଏଲ୍‌: ମୁମ୍ବାଇ ସିଟି ବିଜୟୀ

ବାମ୍ବୋଲିମ,୪।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ଏଫ୍‌ସି ୨-୧ ଗୋଲରେ କେରଳ ବ୍ଲାଷ୍ଟରଙ୍କୁ ପରାସ୍ତ କରିଛି। ଏହି ବିଜୟ...

ଭାରତଠାରୁ ହାରିବା ପରେ କାନ୍ଦି କାନ୍ଦି ଡ୍ରେସିଂ ରୁମ୍‌କୁ ଫେରିଲେ ପାକିସ୍ତାନ ଖେଳାଳି

ଦୁବାଇ,୩୦।୮: ଏସିଆ କପ ୨୦୨୨ରେ ପାକିସ୍ତାନର ଦ୍ରୁତ ବୋଲର ନସିମ ଶାହା ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। ଡେବ୍ୟୁ ମ୍ୟାଚ୍‌ରେ ସେ ତାଙ୍କ...

Advertisement
Archives

Model This Week