Posted inଖେଳ

ଇଂଲଣ୍ଡର ପଡ଼ିଲା ୮ ଉଇକେଟ

ଲଣ୍ଡନ,୬।୯: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଓଭାଲ ଟେଷ୍ଟରେ ଭାରତର ବିଜୟ ନିଶ୍ଚିତ ଭଳି ଲାଗୁଛି। ଶାର୍ଦୁଲ ଠାକୁର ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ଙ୍କ ଉଇକେଟ ନେବାପରେ ଘରୋଇ ଦଳ ଅଡୁଆରେ ପଡିିଛି। ରୁଟ୍‌ ୭୮ ବଲ ଖେଳି ୩୬ ରନ୍‌ କରିଥିଲେ। ଇତିମଧ୍ୟରେ ଇଂଲଣ୍ଡ ୧୮୯ ରନ୍‌ କରି ୮ ଉଇକେଟ ହରାଇଛି। ଏବେ ଇଂଲଣ୍ଡ ହାତରେ ମ୍ୟାଚ ବଞ୍ଚାଇବା ପାଇଁ ରହିଛି ମାତ୍ର ୨ ଉଇକେଟ୍‌ । ଭାରତ ପକ୍ଷରୁ ଜସପ୍ରୀତ ବୁମ୍ରା ୨ ଉଇକେଟ ଅକ୍ତିଆର କରିଥିବା ବେଳେ ରବୀନ୍ଦ୍ର ଜାଡେଜା ୨, ଶାର୍ଦ୍ଦୁଳ ଠାକୁର ୨ ଏବଂ ଉମେଶ ଯାଦବ ୧ ଉଇକେଟ ନେବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri