Posted inଖେଳ

ପରାଜୟ ମୁହାଁ ଇଂଲଣ୍ଡ

ଲଣ୍ଡନ,୬।୯: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଓଭାଲ ଟେଷ୍ଟ ଏବେ ନିର୍ଣ୍ଣାୟକ ମୋଡ଼ରେ। ଇଂଲଣ୍ଡ ହାତରେ ମ୍ୟାଚ ବଞ୍ଚାଇବା ପାଇଁ ରହିଛି ୪ ଉଇକେଟ୍‌ । ଅଧିନାୟକ ଜୋ ରୁଟ୍‌ ଏବେ ମଧ୍ୟ କ୍ରିଜ୍‌ରେ ଅଛନ୍ତି। କିନ୍ତୁ ମ୍ୟାଚରେ ଆହୁରି ପ୍ରାୟ ୪୦ ଓଭର ବାକି ଥିବାରୁ ଭାରତର ବିଜୟ ନିଶ୍ଚିତ ଭଳି ଲାଗୁଛି। ଲଞ୍ଚ ବ୍ରେକ ସୁଦ୍ଧା ଇଂଲଣ୍ଡ ୧୪୯ ରନ୍‌ କରି ୬ ଉଇକେଟ୍‌ ହରାଇଛି। ଘରୋଇ ଦଳକୁ ମ୍ୟାଚ୍‌ ଜିତିବା ପାଇଁ ଆହୁରି ୨୧୯ ରନ୍‌ ଦରକାର। ଭାରତ ପକ୍ଷରୁ ଜସପ୍ରୀତ ବୁମ୍ରା ୨ ଉଇକେଟ ଅକ୍ତିଆର କରିଥିବା ବେଳେ ରବୀନ୍ଦ୍ର ଜାଡେଜା ୨ ଏବଂ ଶାର୍ଦ୍ଦୁଳ ଠାକୁର ଗୋଟିଏ ଉଇକେଟ ନେବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ବନ୍ଦେ ମାତରମ୍‌’ରେ କମ୍ପିଲା ଗୁଆହାଟୀ ଷ୍ଟାଡିୟମ୍‌

ଗୁଆହାଟୀ,୬।୯: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ବର୍ଷା କାରଣରୁ ବାତିଲ ହୋଇଛି। ଟସ୍‌ ପରେ ଗୋଟିଏ ବି...

ରୋହିତ-କାର୍ତ୍ତିକଙ୍କ ବିସ୍ଫୋରକ ବ୍ୟାଟିଂ: ଓ୍ବେଷ୍ଟଇଣ୍ଡିଜ୍‌କୁ ୧୯୧ ରନ୍‌ର ଟାର୍ଗେଟ

ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ବ୍ରାଏନ୍‌ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ୍‌କୁ ଭାରତ ୧୯୧...

ଆଂଶିକାଙ୍କ ଉପରେ ନଜର ରଖିଛନ୍ତି ଅନୁରାଧା

ଭୁବନେଶ୍ୱର, ୧୪।୪(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଉଦୀୟମାନ ଆଥଲେଟ୍‌ ଆଂଶିକା ରାଉତରାୟ। ପାଠପଢ଼ା ସହ ଶଟ୍‌ପୁଟ୍‌କୁ କ୍ୟାରିୟର କରୁଥିବା ଆଂଶିକାଙ୍କ ଉପରେ ଏବେ ମା’ ଅଲିମ୍ପିଆନ ଅନୁରାଧା...

ଡୁରାଣ୍ଡ କପ୍‌ ଫାଇନାଲରେ ଗୋକୁଳମ କେରଳ

କୋଲକାତା, ୨୧।୮ (ପି.ଟି.): ସପ୍ତଦଶଥର ପାଇଁ ସମ୍ମାନଜନକ ଡୁରାଣ୍ଡ କପ୍‌ ଟାଇଟଲ୍‌ ଜିତିବାକୁ ଲକ୍ଷ୍ୟ ରଖିଥିବା ଇଷ୍ଟ ବେଙ୍ଗଲକୁ ଶେଷରେ ନିରାଶ ହେବାକୁ ପଡ଼ିଛି। ବୁଧବାର...

ସେରେନା, ନାଡାଲ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୭ା୭ (ଏଏଫ୍‌ପି)-ସାତ ଥର ଚାମ୍ପିୟନ ସେରେନା ଓ୍ବିଲିୟମ୍ସ ଏବଂ ବିଶ୍ୱର ନମ୍ବର ଓ୍ବାନ ଆଶଲେ ବାର୍ଟି ଓ୍ବିମ୍ବେଲଡନ ଓପନ ଟେନିସ୍‌ ଚାମ୍ପିୟନଶିପ୍‌ ମହିଳା ସିଙ୍ଗଲ୍ସ...

ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛନ୍ତି ପେସ୍‌

କୋଲକାତା, ୧୨ା୧୨ (ପି.ଟି.)- ଭାରତୀୟ ଟେନିସ୍‌ ଆଇକନ୍‌ ଲିଆଣ୍ଡର ପେସ୍‌ ଆସନ୍ତାବର୍ଷ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ଲାଗି ପ୍ରସ୍ତୁତ ହେଉଛନ୍ତି। ଜଣେ ପ୍ରଫେସନାଲ ଖେଳାଳି...

ଆର୍‌ସିବି ଅଧ୍ୟକ୍ଷ ହେବେ ଆନନ୍ଦ

ନୂଆଦିଲ୍ଲୀ,୧୯।୯(ପି.ଟି.): ଡିଆଜିଓ ଇଣ୍ଡିଆ ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ଆନନ୍ଦ କ୍ରିପାଳୁ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର (ଆର୍‌ସିବି) ଅଧ୍ୟକ୍ଷ ପଦରେ ନିଯୁକ୍ତ ହେବେ। ସଞ୍ଜୀବ୍‌ ଚୁରିଓ୍ବାଲାଙ୍କ ବଦଳରେ...

ପରିବର୍ତ୍ତନ ଲାଗି ପରାମର୍ଶ ଦେଲେ ଗାଭାସ୍କର

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଆସନ୍ତା ରବିବାର ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତୀୟ ଦଳ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କିମ୍ବଦନ୍ତୀ କ୍ରିକେଟର...

Advertisement
Archives

Model This Week