Posted inଖେଳ

ଇଂଲଣ୍ଡ- ପାକିସ୍ତାନ ଟେଷ୍ଟ ସିରିଜ: ଫ୍ରଣ୍ଟଫୁଟ୍‌ ନୋ ବେଲ୍‌ ନେଇ ଟିଭି ଅମ୍ପାୟର ନିଷ୍ପତ୍ତି ନେବେ

ଦୁବାଇ,୬।୮(ପି.ଟି.): ପ୍ରଥମଥର ପାଇଁ ଟେଷ୍ଟ କ୍ରିକେଟରେ ଫ୍ରଣ୍ଟ ଫୁଟ୍‌ ନୋ ବଲ ସଂକ୍ରାନ୍ତରେ ଫିଲ୍ଡ ଅମ୍ପାୟର ନୁହେଁ ଟିଭି ଅମ୍ପାୟର ନିଷ୍ପତ୍ତି ନେବେ। ବୁଧବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ- ପାକିସ୍ତାନ ଟେଷ୍ଟ ସିରିଜରେ ଟିଭି ଅମ୍ପାୟରଙ୍କୁ ଏହି ବିଶେଷ ଅଧିକାର ଦିଆଯାଇଛି ଓ ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବୁଧବାର ଘୋଷଣା କରିଛି। ଫ୍ରଣ୍ଟ ଫୁଟ ନୋ ବଲ ଟେକ୍ନୋଲୋଜି ନେଇ ବିଭିନ୍ନ ଦୃଷ୍ଟିକୋଣରୁ ବିଚର କରାଯାଇ ମୂଲ୍ୟାଙ୍କନ କରାଯିବ। ଏହାପରେ ଭବିଷ୍ୟତରେ ଏହି ଟେକ୍ନୋଲୋଜିର ବ୍ୟବହାର ନେଇ ନିଷ୍ପତ୍ତି ନିଆଯିବ। ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟ ଏହାକୁ ସମର୍ଥନ କରିଛନ୍ତି। ଆଇସିସି ବିଶ୍ୱ ଚାମ୍ପିୟନଶିପ୍‌ରେ ମଧ୍ୟ ଏହାର ବ୍ୟବହାର ହେବ। ଏହି ୩ଟି ଟେଷ୍ଟରେ ଏହି ଟେକ୍ନୋଲୋଜି କିପରି ବ୍ୟବହାର ହେଉଛି ଓ ଏହା ପ୍ରଦର୍ଶନ ଉପରେ ମଧ୍ୟ ତର୍ଜମା କରାଯିବ।
ସଦ୍ୟସମାପ୍ତ ଇଂଲଣ୍ଡ- ଅୟର୍ଲାଣ୍ଡ ଦିନିକିଆ ସିରିଜରେ ମଧ୍ୟ ତୃତୀୟ ଅମ୍ପାୟର ଫ୍ରଣ୍ଟ ଫୁଟ୍‌ ନୋ ବଲକୁ ନଜର ରଖୁଥିଲେ। ଏହି ସିରିଜ ଆଇସିସି ଓ୍ବାଲ୍ଡ କପ୍‌ ସୁପର ଲଗ୍‌ର ଅଂଶବଶେଷ। ଗତବର୍ଷ ଭାରତ- ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର ସିରିଜରେ ମଧ୍ୟ ଏହି ଟେକ୍ନୋଲୋଜିର ବ୍ୟବହାର ହୋଇଥିଲା। ଚଳିତବର୍ଷ ପ୍ରାରମ୍ଭରେ ଅଷ୍ଟ୍ରେଲିଆରେ ଖେଳାଯାଇଥିବା ଟି୨୦ ମହିଳା ବିଶ୍ୱକପ୍‌ରେ ମଧ୍ୟ ଏହାର ବ୍ୟବହାର ହୋଇଥିଲା। ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ମାଞ୍ଚେଷ୍ଟରରେ ବୁଧବାରଠାରୁ ପ୍ରଥମ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ସେହିପରି ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ଯଥାକ୍ରମେ ଅଗଷ୍ଟ ୧୩ ଓ ୨୧ ତାରିଖରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri