Posted inଖେଳ

ନେଦରଲାଣ୍ଡକୁ ହରାଇ ସପ୍ତମ ସ୍ଥାନରେ ପହଞ୍ଚିଲା ଇଂଲଣ୍ଡ

ପୁଣେ,୮।୧୧: ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଇଂଲଣ୍ଡ ୧୬୦ ରନରେ ନେଦରଲାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୮ଟି ମ୍ୟାଚ୍‌ରେ ୨ଟି ମ୍ୟାଚ୍‌ ଜିତି ଚାରି ପଏଣ୍ଟ ସହ ପଏଣ୍ଟ ଟେବୁଲର ସପ୍ତମ ସ୍ଥାନରେ ପହଞ୍ଚିଛି। ଅନ୍ୟପକ୍ଷରେ ନେଦରଲ୍ୟାଣ୍ଡ ଦଳ ୮ଟି ମ୍ୟାଚ୍‌ରେ ଷଷ୍ଠ ପରାଜୟ ସହ ବିଶ୍ୱକପରୁ ବାଦ ପଡିଛି।
ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ୫୦ ଓଭରରେ ୯ ଉଇକେଟ ହରାଇ ଇଂଲଣ୍ଡ ୩୩୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ନେଦରଲାଣ୍ଡ ଦଳ ୩୭.୨ ଓଭରରେ ୧୭୯ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଏହି ପରାଜୟ ସହିତ ଏହା ବିଶ୍ୱକପରୁ ବାଦ୍‌ ପଡିଥିବା ଚତୁର୍ଥ ଦଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri