Posted inଖେଳ

ଇଂଲଣ୍ଡଙ୍କୁ ବଡ଼ ଝଟକା: ପାକିସ୍ତାନ ବଂଶୋଭବ ଶୋଏବ ବଶୀର ଖେଳିପାରିବେନି ପ୍ରଥମ ଟେଷ୍ଟ

ଲଣ୍ଡନ,୨୪।୧: ଜାନୁଆରୀ ୨୫ରୁ ଭାରତ ବିପକ୍ଷ ପାଞ୍ଚ ଟେଷ୍ଟ ସିରିଜର ଉଦଘାଟନୀ ମ୍ୟାଚ ପୂର୍ବରୁ ଇଂଲଣ୍ଡ ଦଳକୁ ବଡ଼ ଝଟକା ଲାଗିଛି। ପାକିସ୍ତାନ ବଂଶୋଭବ ସ୍ପିନର ଶୋଏବ ବଶୀର ପ୍ରଥମ ଟେଷ୍ଟରେ ଇଂଲଣ୍ଡର ପ୍ଲେ-୧୧ରେ ଅଂଶ ହେବେ ନାହିଁ। ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ କହିଛନ୍ତି, ଭିସା ସମସ୍ୟା ହେତୁ ବଶୀର ପ୍ରଥମ ଟେଷ୍ଟରେ ଦଳର ଅଂଶ ହୋଇପାରିବେ ନାହିଁ। ବଶୀରଙ୍କୁ ଇଂଲଣ୍ଡ ଫେରିବାକୁ ପଡିଛି।

ଏହି ପୁରା ଘଟଣାକୁ ନେଇ ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ବହୁତ ଅସନ୍ତୋଷ ଅଛନ୍ତି। ୨୦ ବର୍ଷ ବୟସ୍କ ବଶୀର ପ୍ରଥମ ଥର ପାଇଁ ଭାରତ ଗସ୍ତ କରିବାକୁ ଯାଉଥିଲେ। କିନ୍ତୁ ଭିସା ସମସ୍ୟା ହେତୁ ବଶୀରଙ୍କ ଡେବ୍ୟୁ କରିବାର ସ୍ବପ୍ନ ବର୍ତ୍ତମାନ ସୁଦ୍ଧା ପୂରଣ ହେବ ନାହିଁ। ଏହାପୂର୍ବରୁ ପାକିସ୍ତାନୀ ବଂଶୋଭବ ଉସମାନ ଖାୱାଜା ଏବଂ ରେହାନ ଅହମ୍ମଦଙ୍କୁ ମଧ୍ୟ ବିଶ୍ୱକପ୍‌ ସମୟରେ ଭାରତ ଗସ୍ତରେ ଭିସା ବିଳମ୍ବ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri