Posted inଖେଳ

ଇଂଲଣ୍ଡ ବିପକ୍ଷ ସିରିଜ୍‌ରୁ ମିଳିବ ଭାରତୀୟ ଟି୨୦ ବିଶ୍ୱକପ୍‌ ଦଳ

ଅହମ୍ମଦାବାଦ,୧୦।୩ : ଆସନ୍ତା ଶୁକ୍ରବାରଠାରୁ ଇଂଲଣ୍ଡ ଓ ଭାରତ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ସମସ୍ତ ମ୍ୟାଚ୍‌ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ସିରିଜ୍‌ ଟିମ୍‌ ଇଣ୍ଡିଆ ପାଇଁ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଆସନ୍ତା ଅକ୍ଟୋବରରେ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ପାଇଁ ଏହି ସିରିଜ୍‌ରୁ ଭାରତୀୟ ଦଳ ଚୟନ କରାଯିବ ବୋଲି ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର କହିଛନ୍ତି।

” ଟି୨୦ ବିଶ୍ୱକପ୍‌ ଭାରତରେ ଖେଳାଯିବ। ଏଣୁ ମୁଁ ଚାହେଁ ଦଳର ବ୍ୟାଟିଂ ୟୁନିଟ୍‌କୁ ସ୍ଥିର ରଖାଯାଉ। ଏହି ସିରିଜ୍‌ ଶେଷ ହେଲା ବେଳକୁ ଆମ ଦିକଟରେ ଖେଳାଳିଙ୍କ ତାଲିକ ଥିବ, ଯେଉଁମାନେ ବିଶ୍ୱକପ୍‌ରେ ଖେଳିବେ। ତେବେ ବର୍ତ୍ତମାନ ଆମ ଦଳରେ କୌଣସି ପରିବର୍ତ୍ତନର ଆବଶ୍ୟକତା ନାହିଁ। କିନ୍ତୁ ଯଦି କୌଣସି ଖେଳାଳି ଫର୍ମ ହରାଇ ବସନ୍ତି କିମ୍ବା ଆହତ ହୋଇଯାଆନ୍ତି, ତେବେ ତାହାର ବିକଳ୍ପ ଦଳ ନିକଟରେ ରହିବା ଦରକାର “ ବୋଲି ବ୍ୟାଟିଂ କୋଚ୍‌ ରାଠୋର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri