Posted inଖେଳ

୩ ଟେଷ୍ଟରୁ ଓହରିଲେ ଗଲେ ବାମହାତୀ ସ୍ପିନର ଜ୍ୟାକ୍‌ ଲିଚ

ଲଣ୍ଡନ,୧୧।୨: ବାମ ଆଣ୍ଠୁରେ ଆଘାତ ଯୋଗୁ ଭାରତ ବିପକ୍ଷ ଅବଶିଷ୍ଟ ୩ ଟେଷ୍ଟ ମ୍ୟାଚରୁ ବାଦ୍‌ ପଡ଼ିଛନ୍ତି ଇଂଲଣ୍ଡର ବାମହାତୀ ସ୍ପିନର ଜ୍ୟାକ୍‌ ଲିଚ୍‌। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ଏହି ବିଷୟରେ ସୂଚନା ଦିଆଯାଇଛି। ତେବେ ତାଙ୍କ ବଦଳରେ ଅନ୍ୟ କୌଣସି ଖେଳାଳିଙ୍କୁ ଡକାଯିବ ନାହିଁ।

ଇଂଲଣ୍ଡ ଟୁର୍‌ର ଅବଶିଷ୍ଟ ୩ ସ୍ପିନର ଟମ୍‌ ହାର୍ଟଲି, ରେହାନ ଅହମଦ ଓ ଶୋଏବ ବଶିରଙ୍କୁ ନେଇ ଖେଳିବ। ଏହି ୩ ନିୟମିତ ସ୍ପିନରଙ୍କ ବ୍ୟତୀତ ଚତୁର୍ଥ ବିକଳ୍ପ ସ୍ପିନର ଭାବେ ଭ୍ରମଣକାରୀ ଦଳ ଜୋ ରୁଟ୍‌ଙ୍କୁ ବ୍ୟବହାର କରିପାରିବ। ହାଇଦ୍ରାବାଦରେ ଇଂଲଣ୍ଡର ପ୍ରଥମ ଟେଷ୍ଟରେ ଲିଚ୍‌ ଆଘାତପ୍ରାପ୍ତ ହୋଇଥିଲେ। ଫଳତଃ ବିଶାଖାପାଟଣାରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ସେ ଖେଳି ପାରି ନ ଥିଲେ।

ରାଜକୋଟଠାରେ ତୃତୀୟ ଟେଷ୍ଟ ଫେବୃଆରୀ ୧୫ (ଗୁରୁବାର)ରୁ ଆରମ୍ଭ ହେବାକୁଥିବା ବେଳେ ଭ୍ରମଣକାରୀ ଇଂଲଣ୍ଡ ଦଳ ବର୍ତ୍ତମାନ ଆବୁଧାବିରେ ଅଭ୍ୟାସ ଚଳାଇଛି। ଲିଚ୍‌ ସେଠାରୁ ସିଧାସଳଖ ସ୍ବଦେଶ ଫେରିଯିବେ। ସେ ବର୍ତ୍ତମାନ ଇଂଲଣ୍ଡ ଓ ସମରସେଟ୍‌ ମେଡିକାଲ ଟିମ୍‌ ଅଧୀନରେ ଚିକିତ୍ସିତ ହେବେ ବୋଲି ଇସିବି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri