Posted inଖେଳ

ଆଣ୍ଡରସନ୍‌ଙ୍କ ବିଦାୟ, କ୍ରିକେଟ୍‌ ବୋର୍ଡ ଲେଖିଲା ଇମୋସନାଲ୍‌ କ୍ୟାପ୍ସନ୍‌

ନୂଆଦିଲ୍ଲୀ, ୧୨।୦୭: ଇଂଲଣ୍ଡର ମହାନ୍‌ କ୍ରିକେଟ୍‌ ଖେଳାଳି ତଥା ପେସ୍‌ ବୋଲର ଜେମ୍ସ ଆଣ୍ଡରସନ୍‌ ଶୁକ୍ରବାର ନିଜ କ୍ୟାରିୟର୍‌ର ଶେଷ ମ୍ୟାଚ୍‌ ଖେଳିଛନ୍ତି । କ୍ୟାରିୟର୍‌ର ୧୮୮ ତମ ଟେଷ୍ଟ ଟୁର୍ଣ୍ଣାମେଣ୍ଟ ଖେଳି ସେ ୪ ୱିକେଟ୍‌ ନେବାକୁ ସକ୍ଷମ ହୋଇଥିଲେ । ପ୍ରଥମ ପାଳିରେ ଗୋଟିଏ ୱିକେଟ୍‌ ନେଇଥିବା ବେଳେ ସେ ଦ଼୍ବିତୀୟ ପାଳିରେ ୩ଟି ୱିକେଟ୍‌ ହାସଲ କରିଥିଲେ । ଏହି ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ଦଳ ୧୧୪ରନ୍‌ ବ୍ୟବଧାନରେ ହରାଇଛି । ଏହି ମ୍ୟାଚ୍‌ ପରେ ଇଂଲଣ୍ଡ ଖେଳାଳିମାନେ ଜେମ୍ସ ଆଣ୍ଡରସନଙ୍କୁ ଗାର୍ଡ ଅଫ୍‌ ଅନର ଦେଇଥିଲେ ।

ଇଂଲଣ୍ଡର ଏହି ୪୧ ବର୍ଷୀୟ ବୋଲରଙ୍କ ବିଦାୟୀ ସମୟରେ ପ୍ରଶଂସକମାନେ ତାଳିମାରି ବିଦୟ ଜଣାଇଥିଲେ । ଏହାପରେ ଆଣ୍ଡରସନ୍‌ ପଡ଼ିଆରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇଥିଲେ । ଇଂଲଣ୍ଡ କ୍ରିକେଟ୍‌ ବୋର୍ଡ ଏହି ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଛି । ଏଥିସହିତ ଏହାର କ୍ୟାପ୍ସନରେ ବୋର୍ଡ ଲେଖିଛି ଯେ ଜଣେ ମହାନ ବ୍ୟକ୍ତିଙ୍କ ପାଇଁ ସମ୍ମାନ । ବିଦାୟ ଜେମ୍ସ ଆଣ୍ଡରସନ୍‌ । ତୁମକୁ ଧନ୍ୟବାଦ ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?