Posted inଖେଳ

IND vs ENG: ଇଂଲଣ୍ଡକୁ ବଡ ଝଟକା, ମ୍ୟାଚ ବେଳେ ଏହି ଖେଳାଳି ହେଲେ ଆହତ

ହାଇଦ୍ରବାଦ, ୨୭।୧: ଇଂଲଣ୍ଡ ସ୍ପିନ ବୋଲିଂ କୋଚ୍‌ ଜିତନ ପଟେଲ ପ୍ରକାଶ କରିଛନ୍ତି ଯେ ବାମହାତୀ ସ୍ପିନର ଜ୍ୟାକ ଲିଚ୍‌ଙ୍କ ଆଣ୍ଠୁରେ ଗଭୀର ଆଘାତ ପାଇଛନ୍ତି। ଇଂଲଣ୍ଡ ଦଳର ସବୁଠାରୁ ଅଭିଜ୍ଞ ସ୍ପିନର ଲିଚ୍‌ ପ୍ରଥମ ଦିନରେ ବାଉଣ୍ଡ୍ରି ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଆଣ୍ଠୁରେ ଆଘାତ ଲାଗିଥିଲା। ପରଦିନ ସକାଳେ ତାଙ୍କ ଆଘାତ ଆହୁରି ବଢି ଯାଇଥିଲା। ଦ୍ୱିତୀୟ ଦିନରେ ଲିଚ୍‌ ୮୭ରୁ ମାତ୍ର ୧୬ ଓଭର ବୋଲିଂ କରିଥିଲେ। ଯାହା ପରେ ତାଙ୍କୁ ମଇଦାନ ଛାଡିବାକୁ ପଡିଥିଲା। ଏବେ ବାକି ମ୍ୟାଚରେ ସେ ମଇଦାନକୁ ଫେରିବେ କି ନାହିଁ ତାହା ଉପରେ ସନ୍ଦେହ ରହିଛି।

ଜିତନ କହିଛନ୍ତି , ଗୁରୁବାର ମ୍ୟାଚର ପ୍ରଥମ ଦିନରେ ଲିଚ୍‌ଙ୍କର ଆଣ୍ଠୁରେ ଆଘାତ ଲାଗିଥିଲା। ତା’ପରେ ଶୁକ୍ରବାର ସମାନ ଗୋଡରେ ପୁଣି ଆଘାତ ଲାଗିଛି ଏବଂ ବର୍ତ୍ତମାନ ଏହି ଆଘାତ ତାଙ୍କୁ ଅସୁବିଧାରେ ପକାଇଛି। ଆଉଟଫିଲ୍ଡରେ ଫିଲ୍ଡିଂ କରୁଥିବାବେଳେ ସେ ଟିକେ ଅଳସୁଆ ଦେଖାଯାଉଥିଲେ। ତେବେ ଯନ୍ତ୍ରଣା ଅନୁଭବ କରିବା ସତ୍ତ୍ୱେ ସେ ଭଲ ବୋଲିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri