ଧର୍ମଶାଳା,୧୦।୧୦: ଦିନିକିଆ ବିଶ୍ୱକପ୍ ୨୦୨୩ର ସପ୍ତମ ମ୍ୟାଚରେ ଇଂଲଣ୍ଡ-ବାଂଲାଦେଶ ମଧ୍ୟରେ ହିମାଚଳ ପ୍ରଦେଶ ଆସୋସିଏଶନ ଷ୍ଟାଡିୟମ, ଧର୍ମଶାଳାରେ ଖେଳାଯାଉଛି । ମ୍ୟାଚରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ୍ ହରାଇ ୩୬୪ ରନ୍ କରିଛି। ଫଳରେ ବାଂଲାଦେଶ ଆଗରେ ୩୬୫ ବିଜୟ ଲକ୍ଷ୍ୟ ରହିଛି।
ଧର୍ମଶାଳା,୧୦।୧୦: ଦିନିକିଆ ବିଶ୍ୱକପ୍ ୨୦୨୩ର ସପ୍ତମ ମ୍ୟାଚରେ ଇଂଲଣ୍ଡ-ବାଂଲାଦେଶ ମଧ୍ୟରେ ହିମାଚଳ ପ୍ରଦେଶ ଆସୋସିଏଶନ ଷ୍ଟାଡିୟମ, ଧର୍ମଶାଳାରେ ଖେଳାଯାଉଛି । ମ୍ୟାଚରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ୍ ହରାଇ ୩୬୪ ରନ୍ କରିଛି। ଫଳରେ ବାଂଲାଦେଶ ଆଗରେ ୩୬୫ ବିଜୟ ଲକ୍ଷ୍ୟ ରହିଛି।
ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…
ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…
ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…
କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍ରୁ ଜଣେ ଯୁବକ…
ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍ ମ୍ୟାଚ୍କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…
ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…
ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…
ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍ଅପ୍ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…