Posted inଖେଳ

ମାଞ୍ଚେଷ୍ଟର ଟେଷ୍ଟ ଉପରୁ ହଟିଲା ପ୍ରଶ୍ନବାଚୀ

ମାଞ୍ଚେଷ୍ଟର,୧୦।୯: ସପୋର୍ଟ ଷ୍ଟାଫଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଟିମ୍‌ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ଟେଷ୍ଟ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏଥି ଯୋଗୁ ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡଠାରେ ଶୁକ୍ରବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଖେଳାଯିବା ନେଇ ଦେଖା ଦେଇଥିବା ଅନିଶ୍ଚିତତାରେ ପୂର୍ଣ୍ଣଛେଦ ପଡ଼ିଛି।

ଇସିବି ପ୍ରବକ୍ତା କହିଛନ୍ତି, ଭାରତୀୟ ଖେଳାଳିଙ୍କ ପିସିଆର ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ମାଞ୍ଚେଷ୍ଟର ଟେଷ୍ଟ ଖେଳାଯିବାରେ ଏବେ ଆଉ କୌଣସି ବାଧା ନାହିଁ। ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ, ବୋଲିଂ କୋଚ୍‌ ଭରତ ଅରୁଣ, ଫିଲ୍ଡିଂ କୋଚ୍‌ ରାମକ୍ରିଷ୍ଣନ ଶ୍ରୀଧର ଓ ଫିଜିଓଥେରାପିଷ୍ଟ ସଂକ୍ରମିତ ହୋଇ ଆଇସୋଲେଶନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?