Posted inଖେଳ

ବିଶ୍ୱକପ୍‌ ୨୦୨୩: ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ନ୍ୟୁଜିଲ୍ୟାଣ୍ଡ

ଅହମ୍ମଦାବାଦ,୫।୧୦: ଦିନିକିଆ ବିଶ୍ୱକପ୍‌ର ୧୩ ତମ ସଂସ୍କରଣ ଆଜିଠୁ ଆରମ୍ଭ ହୋଇଛି। ଭାରତର ୧୦ଟି ଗ୍ରାଉଣ୍ଡରେ ଆୟୋଜିତ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶଗ୍ରହଣ କରୁଛନ୍ତି। ଗୁରୁବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ର ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମୁହାଁମୁହିଁ ହେବେ। ତେବେ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଇଂଲଣ୍ଡ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ବଢ଼ିଲା ଟିମଇଣ୍ଡିଆର ଟେନ୍‌ସନ୍‌: ପୁଣି ଫେଲ ମାରିଲେ..

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳର ଷ୍ଟାର୍‌ ଓପନର ଯଶସ୍ବୀ ଜୟସ୍ବାଲଙ୍କ ଖରାପ ଫର୍ମ ଏବେ ଟିମ ଇଣ୍ଡିଆର ଚିନ୍ତା ବଢ଼ାଇଛି। ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ଦ୍ୱିତୀୟ…

ବଡ଼ ରେକର୍ଡ କରିଦେଲେ ଶ୍ରେୟସ ଆୟର: ରୋହିତ ଶର୍ମାଙ୍କୁ ପକାଇଲେ ପଛରେ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ ଭାରତୀୟ ଦଳକୁ ଚତୁର୍ଥ ମ୍ୟାଚ୍‌ରେ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପ୍ରଥମ ୩ଟି ମ୍ୟାଚ…

ଭୋଟ ଦେବାକୁ ଆନ୍ଧ୍ର କରୁଛି ବ୍ଲାକ୍‌ମେଲ୍‌: ଲୋକଙ୍କୁ ବୁଝାଇଲେ ବିଧାୟକ

ନନ୍ଦପୁର,୩୧ା୧୦(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରରେ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଆନ୍ଧ୍ର ସୀମାନ୍ତକୁ ଲାଗି ରହିଥିବା ପଞ୍ଚାୟତଗୁଡ଼ିକରେ ରାଜନୈତିକ ଓ ପ୍ରଶାସନିକ…

ଆଜି ଅବପାତ, ୩ ଯାଏ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୩୧ା୧୦ (ବନ୍ଦନା ସେଠୀ): ବାତ୍ୟା ‘ଅର୍ଣ୍ଣବ’ ପରେ ଜାରି ରହିଥିବା ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ବିଭୀଷିକା ଲାଗି ରହିଛି। ଶୁକ୍ରବାର ବର୍ଷା ପରିମାଣ…

୨୦୨୭ରେ ଏତିକି ଦିନ ରହିବ ସରକାରୀ ଛୁଟି: ଆସିଲା ଲିଷ୍ଟ୍‌

ଭୁବନେଶ୍ୱର,୩୧ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ତାଲିକା ଅନୁଯାୟୀ, ବର୍ଷକ ମଧ୍ୟରେ…

ଭାରତକୁ ହରାଇବା ପରେ ଖୁସି ପ୍ରକଟ କଲେ କିୱି ଅଧିନାୟକ: କହୁ କହୁ କହିଦେଲେ ଏମିତି, ଭାରତୀୟ ଖେଳାଳି ଶୁଣିଲେ…

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ମାଟିରେ ଲଗାତାର ୩ଟି ମ୍ୟାଚ ଜିତିବା ପରେ ଚତୁର୍ଥ ଟି-୨୦ ମ୍ୟାଚରେ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ଅକଲାଣ୍ଡରେ ଖେଳାଯାଇଥିବା ଚତୁର୍ଥ ଟି-୨୦…

ଅଭିଷେକ-ବୈଭବଙ୍କୁ ନେଇ ଯୁବରାଜଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା! ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୧୦: ବିଶ୍ୱର ସବୁଠାରୁ ବିସ୍ଫୋରକ ଓପନିଂ ବ୍ୟାଟରଙ୍କ ମଧ୍ୟରେ ନିଜର ପରିଚୟ ସୃଷ୍ଟି କରିସାରିଛନ୍ତି ଅଭିଷେକ ଶର୍ମା। ତାଙ୍କର ବର୍ତ୍ତମାନର ଦମ୍‌ଦାର ଫର୍ମ ଦର୍ଶାଉଛି ଯେ, ରାଙ୍କିଂରେ…

BCCIର ବଡ଼ ନିଷ୍ପତ୍ତି: ଟିମ ଇଣ୍ଡିଆରୁ ବିଦାୟ ନେବେ ନୀତୀଶ ରେଡ୍ଡୀ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପରେ ଯୁବ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ଭାରତୀୟ ଦିନିକିଆ ଦଳରୁ ରିଲିଜ କରିବାକୁ ବଡ଼ ନିଷ୍ପତ୍ତି ନେଇଛି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?