Posted inଖେଳ

ବେନ୍‌ ଷ୍ଟୋକ୍ସଙ୍କ ଡ୍ରେସରେ ଲାଗିଥିଲା ଦାଗ, ସାଥୀ ଖେଳାଳିଙ୍କ ଥିଲା ଏମିତି ପ୍ରତିକ୍ରିୟା

କରୋନା ଯୋଗୁ ପ୍ରାୟ ଚାରିମାସ ପରେ ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ଟେଷ୍ଟ ସିରିଜରୁ ଅନ୍ତର୍ଜାତୀୟ କ୍ରିକେଟ ଫେରିଛି। ଓଲ୍ଡ ଟ୍ରାଫର୍ଡରେ ଦୁଇ ଦଳ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ ସମୟରେ ବେନ ଷ୍ଟୋକ୍ସଙ୍କ ଧଳା ଡ୍ରେସରେ ଦାଗ ଲାଗିଯାଇଥିଲା। ଏହା ଦେଖି ଅଧିନାୟକ ଜୋ ରୁଟଙ୍କ ସମେତ ସାଥୀ ଖେଳାଳିମାନେ ହସି ହସି ଗଡିଥିଲେ। ଏହାର ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ମ୍ୟାଚର ଦ୍ୱିତୀୟ ଦିନରେ ଷ୍ଟୋକ୍ସଙ୍କ ଡ୍ରେସ୍‌ ପଛରେ ଏକ ବାଦାମୀ ଦାଗ ଦେଖାଯାଇଥିଲା। ଏହି ଦାଗ ହେତୁ ସେ ଅସହଜ ମନେ କରି ସ୍ବେଟରରେ ଦାଗ ଲୁଚାଇବାକୁ ଚେଷ୍ଟା କରିଥିଲେ ଏହା ଦେଖି ସାଥୀ ଖେଳାଳିମାନେ ହସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ଫାଇନାଲରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୬୬…

ସିଲହଟ ,୧୫।୧୦ : ମହିଳା ଏସିଆ କପର ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ରହିଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ...

ରେକର୍ଡ ପାଇଁ ଦରକାର ୧୪୭ ରନ୍‌

ଧର୍ମଶାଳା,୨୭।୨: ପ୍ରାରମ୍ଭିକ ବିପର୍ଯ୍ୟୟ ସତ୍ତ୍ୱେ ଶ୍ରୀଲଙ୍କା ସମ୍ମାନଜନକ ସ୍କୋର ଛିଡ଼ା କରିଛି। ଅଧିନାୟକ ଦସୁନ ଶନାକା (୭୪ ରନ)ଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁ ଶ୍ରୀଲଙ୍କା ୨୦...

କ୍ରିସ୍‌ ଗେଲ୍‌ଙ୍କ ଘୋଷଣା: ୪୫ ବର୍ଷ ଯାଏ ସନ୍ୟାସ ନେବେ ନାହିଁ, ବୋଲର୍‌ଙ୍କ ନିଦ ହଜାଇବେ

ଦୁବାଇ,୨।୧: ୟୁନିଭର୍ସ ବସ୍‌ ନାମରେ ଖ୍ୟାତ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ୍‌ ଗେଲ କ୍ରିକେଟରୁ ସନ୍ୟାସ ନେଇ ପ୍ରତିକ୍ରିୟା ରଖିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି,...

ପିତା-ଭଉଣୀ କଂଗ୍ରେସ, ସ୍ତ୍ରୀ ଭାଜପା: ଜାଡେଜା କହିଲେ, ‘ମୁଁ ଭାଜପାକୁ ସମର୍ଥନ କରୁଛି’

ନୂଆଦିଲ୍ଲୀ, ୧୬।୪: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଭାଜପାକୁ ସମର୍ଥନ କରି ଏକ ଟୁଇଟ କରିଛନ୍ତି। ବିଶ୍ୱକପ୍‌ ଦଳରେ ଚୟନ ହେବାର କିଛି...

ଅବସର ନେବେ ଟେନିସ୍‌ ତାରକା

ନୂଆଦିଲ୍ଲୀ,୭।୧: ଭାରତୀୟ ଟେନିସ୍‌ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚା ଚାଲିଛି। ଏହି ସମୟରେ ସାନିଆ...

ବିସିସିଆଇ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ମୁମ୍ବାଇ,୧।୧: ମୁମ୍ବାଇରେ ବିସିସିଆଇର ସମୀକ୍ଷା ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏହା ସହିତ, ଦିନିକିଆ ବିଶ୍ୱକପ ପୂର୍ବରୁ, କାର୍ଯ୍ୟ...

ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର,୮।୨(ସ୍ପୋଟର୍‌ସ ବ୍ୟୁରୋ): ଦୃଷ୍ଟିବାଧିତଙ୍କ ପାଇଁ ଖେଳାଯାଉଥିବା ଜାତୀୟ ନାଗେଶ ଟ୍ରଫି ୨୦୨୨-୨୩ ପାଇଁ ମଙ୍ଗଳବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟର...

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ: କଳିଙ୍ଗରେ କ୍ୱାର୍ଟର, ସେମିଫାଇନାଲ

ଭୁବନେଶ୍ୱର, ୨୩।୬(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା ଫିଫା ପକ୍ଷରୁ ମଙ୍ଗଳବାର ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ ପାଇଁ ପରିବର୍ତ୍ତିତ କାର୍ଯ୍ୟସୂଚୀ...

Advertisement
Archives

Model This Week