Posted inଖେଳ

ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ: ତୃତୀୟ ଦିନରେ ବାର୍ଷା ବାଧକ

ମାଞ୍ଚେଷ୍ଟର, ୧୮।୭- ବର୍ଷା କାରଣରୁ ଇଂଲଣ୍ଡ-ଓ୍ବେ୍‌ଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟର ତୃତୀୟ ଦିବସ ଖେଳ ବାତିଲ ହୋଇଛି। ଇଂଲଣ୍ଡ ପ୍ରଥମ ଇନିଂସକୁ ୪୬୯/୯ରେ ଘୋଷଣା କରିଥିବାବେଳେ ଦ୍ୱିତୀୟ ଦିବସ ଶେଷସୁଦ୍ଧା ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୧ ଉଇକେଟ ହରାଇ ୩୨ ରନ କରିଥିଲା। ଜନ୍‌ କ୍ୟାମ୍ପବେଲ ୧୨ ରନ କରି ଆଉଟ ହୋଇଥିବାବେଳେ କ୍ରେଗ୍‌ ବ୍ରାଥଓ୍ବେଟ ୬ ଓ ଆଲଜାରି ଜୋସେଫ ୧୪ ରନ କରି ଅପରାଜିତ ରହିଥିଲେ। ଇଂଲଣ୍ଡ ପକ୍ଷରୁ ସାମ୍‌ କୁରାନ ଏକମାତ୍ର ଉଇକେଟଟି ପାଇଥିଲେ। ଇଂଲଣ୍ଡ ପ୍ରଥମ ଇନିଂସରେ ଡୋମିନିକ୍‌ ସିବ୍‌ଲେ ୧୨୦ ଓ ବେନ୍‌ ଷ୍ଟୋକ୍ସ ୧୭୬ ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ବୋଲରଙ୍କ ମଧ୍ୟରେ ରଷ୍ଟନ ଚେଜ୍‌ ୫ଟି, କେମର ରୋଚ୍‌ ୨ଟି ଏବଂ ଆଲଜାରି ଜୋସେଫ ଓ ଜାସନ ହୋଲ୍ଡର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri