Advertisement
Posted inଖେଳ

ଟସ ଜିତିଲା ଇଂଲଣ୍ଡ, ପ୍ରଥମେ ବୋଲିଂ…

ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପର ଫାଇନାଲରେ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ମେଲବୋର୍ନ ଗ୍ରାଉଣ୍ଡରେ ହେଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ ଟିମ୍‌ ଇଂଲଣ୍ଡ ବୋଲିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୪ ବର୍ଷର ଟେଷ୍ଟ କ୍ୟାରିୟରରେ ଏଭଳି କରିପାରି ନ ଥିଲେ ଧୋନୀ, ହେଲେ ପନ୍ତ କଲେ ରେକର୍ଡ

ଚେନ୍ନାଇ,୧୧।୨: ଭାରତୀୟ କ୍ରିକେଟ ଟିମ୍‌ ଅଷ୍ଟ୍ରେଲିଆରେ ସିରିଜ୍‌ ଜିତିବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଉଇକେଟକିପର ରିଷଭ ପନ୍ତଙ୍କୁ ଏମ୍‌ଏସ୍‌ ଧୋନୀଙ୍କ ଉତ୍ତରାଧିକାରୀ ବୋଲି କୁହାଯାଉଛି। ବ୍ୟାଟିଂଠାରୁ...

ଆର୍‌ସିବିର ସହଜ ବିଜୟ…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି)  ସହଜ ବିଜୟ ହାସଲ କରିଛି ।...

ଟି୧୦ ଲିଗ୍‌ରେ ଖେଳିବେ ଯୁବି

ଦୁବାଇ,୨୪।୧୦- ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ (ଯୁବି) ଟି୧୦ ଲିଗ୍‌ର ଦ୍ୱିତୀୟ ସଂସ୍କରଣରେ ଖେଳିବାକୁ ଯାଉଛନ୍ତି। ତାଙ୍କୁ ମରାଠା ଆରବିଆନ୍ସ ଦଳରେ ସାମିଲ...

ମାଇକେଲ ଜ୍ୟାକ୍‌ସନଙ୍କ ଷ୍ଟାଇଲରେ ବ୍ୟାଟିଂ କଲେ ମାଥ୍ୟୁ ଓ୍ବାଡେ

ମେଲବୋର୍ନ,୨୭।୧୨- ଏମ୍‌ସିଜିଠାରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଡେ ଡ୍ୟାନ୍ସର ମାଇକେଲ ଜ୍ୟାକ୍‌ସନଙ୍କ ଏକ ଲୋକପ୍ରିୟ ମୁଭ୍‌...

ସିରାଜଙ୍କୁ ଅଷ୍ଟ୍ରେଲିଆ ଗଣମାଧ୍ୟମର ପ୍ରଶଂସା

ସିଡ୍‌ନୀ, ୧୩ା୧୨ (ପି.ଟି.)- ଶନିବାର ଓ୍ବାର୍ମଅପ୍‌ ମ୍ୟାଚ ପ୍ରଥମ ଦିବସରେ ଅଷ୍ଟ୍ରେଲୀୟ ବୋଲରଙ୍କ ମୁଣ୍ଡରେ ବଲ୍‌ ବାଜିବା ପରେ ଭାରତୀୟ ଫାଷ୍ଟ ବୋଲର ମହମ୍ମଦ ସିରାଜଙ୍କ...

ଇଷ୍ଟ୍‌ ଇଣ୍ଡିଆ ସ୍ନୁକର: ଫାଇନାଲରେ ସୁବ୍ରତ

ଭୁବନେଶ୍ୱର,୧୬।୧୨(କ୍ରୀଡ଼ା ପ୍ରତିନିଧି)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ସୁବ୍ରତ ଦାସ। ରବିବାର ଅନୁଷ୍ଠିତ ସେମିଫାଇନାଲରେ ସେ ବିହାରର...

ବାଡିରେ ଏହି ସବୁ ପରିବା ଚାଷ କରିଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳକୁ ଦୁଇଥର ବିଶ୍ୱ ଚାମ୍ପିଅନ କରିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟ ଛାଡି ଚାଷ କରୁଛନ୍ତି। କ୍ରିକେଟ ପଡ଼ିଆରେ...

ଇଣ୍ଡିଆନ ସୁପର ଲିଗ୍‌: କେରଳକୁ ହରାଇଲା ମୁମ୍ବାଇ

ବାମ୍ବୋଲିନ୍‌,୩।୧: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳଯାଇଥିବା ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ମୁମ୍ବାଇ...

Advertisement
Archives

Model This Week