Posted inଖେଳ

ରୋମାଞ୍ଚକର ମ୍ୟାଚ୍‌ରେ ଇଂଲଣ୍ଡ ଜିତି ସେମିଫାଇନାଲରେ ପହଞ୍ଚିିଲା…

ସିଡନୀ,୫।୧୧ : ଶନିବାର ସିଡନୀରେ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି-୨୦ବିଶ୍ୱକପର ୩୯ ତମ ମ୍ୟାଚରେ ଇଂଲଣ୍ଡ ଦଳ ବିଜୟ ହାସଲ କରିଛି।

ଏକ ରୋମାଞ୍ଚକର ମ୍ୟାଚ୍‌ରେ ଇଂଲଣ୍ଡ ଦଳ ୧୯.୪ ଓଭରରେ ୬ ଓ୍ବିକେଟ ହରାଇ ଧାର୍ଯ୍ୟ ୧୪୪ ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରିଛି। ଏହା ସହିତ ମ୍ୟାଚର ଆୟୋଜକ ଦଳ ଅଷ୍ଟ୍ରେଲିଆ ଟୁର୍ଣ୍ଣାମେଣ୍ଟରୁ ବାହାର ହୋଇଛି।

ଶ୍ରୀଲଙ୍କା ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସୁପର-୧୨ରେ ଗ୍ରୁପ -୧ ର ଏହି ଶେଷ ମ୍ୟାଚ ଇଂଲଣ୍ଡ ଦଳକୁ ସେମିରେ ପ୍ରବେଶ କରାଇଛି। ଶ୍ରୀଲଙ୍କା ପୂର୍ବରୁ ସେମିଫାଇନାଲ ପାଇଁ ଦୌଡ଼ରୁ ବାହାରି ସାରିଛି।
ଇଂଲଣ୍ଡ ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ ଦଳ ବୋଲିଂ କରିଥିବାବେଳେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରି ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୪୧ ରନ୍‌ ସଂଗ୍ରହ କରିଥିଲା। ଫଳରେ ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୪୨ ରନ୍‌ ରହିଥିଲା। ୪୫ ବଲରୁ ୬୭ ରନ କରି ନିସାଙ୍କା ପାଭିଲିୟନ ଫେରିଥିଲେ। ସେ ଦୁଇଟି ଚୌକା ଓ ପାଞ୍ଚଟି ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri