Posted inଖେଳ

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଟିମ୍‌ରେ ୪ ବଡ଼ ପରିବର୍ତ୍ତନ

ଓଭାଲ,୩୧।୭: ଭାରତ-ଇଂଲଣ୍ଡ ମଧ୍ୟରେ ପଞ୍ଚମ ତଥା ଶେଷ ଟେଷ୍ଟ ଓଭାଲରେ ଆରମ୍ଭ ହୋଇଯାଇଛି। ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଞ୍ଚମ ମ୍ୟାଚରେ ଭାରତ ଚାରୋଟି ପରିବର୍ତ୍ତନ ନେଇ ଆସିଛି। ଅଧିନାୟକ ଶୁବମନ ଗିଲ କହିଛନ୍ତି, ରିଷଭ ପନ୍ତଙ୍କ ସ୍ଥାନରେ ଧ୍ରୁବ ଜୁରେଲ, ଶାର୍ଦ୍ଦୁଳ ଠାକୁରଙ୍କ ସ୍ଥାନରେ କରୁଣ ନାୟାର, ପ୍ରସିଦ୍ଧ କ୍ରିଷ୍ଣା ଜସପ୍ରୀତ ବୁମରାଙ୍କ ସ୍ଥାନରେ ଏବଂ ଆକାଶ ଦୀପ ଅଂଶୁଲ କାମ୍ବୋଜଙ୍କ ସ୍ଥାନରେ ଖେଳୁଛନ୍ତି। ଇଂଲଣ୍ଡ ମଧ୍ୟ ପ୍ଲେଇଂ-୧୧ରେ ମୋଟ ଚାରି ଜଣ ଖେଳାଳିଙ୍କୁ ପରିବର୍ତ୍ତନ କରିଛି। ବେନ ଷ୍ଟୋକ୍ସ, ବ୍ରାଇଡନ କାର୍ସେ, ଜୋଫ୍ରା ଆର୍ଚର ଏବଂ ଲିଆମ ଡସନ ଏହି ପ୍ଲେଇଂ-୧୧ର ଅଂଶ ନାହାନ୍ତି। ଷ୍ଟୋକ୍ସଙ୍କ ସ୍ଥାନରେ ସ୍ପିନ ଅଲରାଉଣ୍ଡର ଜାକବ ବେଥେଲଙ୍କ ସାମିଲ କରାଯାଇଛି। ସେ ଷଷ୍ଠ ନମ୍ବରରେ ବ୍ୟାଟିଂ କରିବେ। ସରେର ଦୁଇ ପେସ ବୋଲିଂ ଅଲରାଉଣ୍ଡର ଗସ ଆଟକିନସନ, ଜେମି ଓଭରଟନ ଏବଂ ଜୋଶ ଟଙ୍ଗ ମଧ୍ୟ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri