Posted inଖେଳ

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଟିମ୍‌ରେ ୪ ବଡ଼ ପରିବର୍ତ୍ତନ

ଓଭାଲ,୩୧।୭: ଭାରତ-ଇଂଲଣ୍ଡ ମଧ୍ୟରେ ପଞ୍ଚମ ତଥା ଶେଷ ଟେଷ୍ଟ ଓଭାଲରେ ଆରମ୍ଭ ହୋଇଯାଇଛି। ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଞ୍ଚମ ମ୍ୟାଚରେ ଭାରତ ଚାରୋଟି ପରିବର୍ତ୍ତନ ନେଇ ଆସିଛି। ଅଧିନାୟକ ଶୁବମନ ଗିଲ କହିଛନ୍ତି, ରିଷଭ ପନ୍ତଙ୍କ ସ୍ଥାନରେ ଧ୍ରୁବ ଜୁରେଲ, ଶାର୍ଦ୍ଦୁଳ ଠାକୁରଙ୍କ ସ୍ଥାନରେ କରୁଣ ନାୟାର, ପ୍ରସିଦ୍ଧ କ୍ରିଷ୍ଣା ଜସପ୍ରୀତ ବୁମରାଙ୍କ ସ୍ଥାନରେ ଏବଂ ଆକାଶ ଦୀପ ଅଂଶୁଲ କାମ୍ବୋଜଙ୍କ ସ୍ଥାନରେ ଖେଳୁଛନ୍ତି। ଇଂଲଣ୍ଡ ମଧ୍ୟ ପ୍ଲେଇଂ-୧୧ରେ ମୋଟ ଚାରି ଜଣ ଖେଳାଳିଙ୍କୁ ପରିବର୍ତ୍ତନ କରିଛି। ବେନ ଷ୍ଟୋକ୍ସ, ବ୍ରାଇଡନ କାର୍ସେ, ଜୋଫ୍ରା ଆର୍ଚର ଏବଂ ଲିଆମ ଡସନ ଏହି ପ୍ଲେଇଂ-୧୧ର ଅଂଶ ନାହାନ୍ତି। ଷ୍ଟୋକ୍ସଙ୍କ ସ୍ଥାନରେ ସ୍ପିନ ଅଲରାଉଣ୍ଡର ଜାକବ ବେଥେଲଙ୍କ ସାମିଲ କରାଯାଇଛି। ସେ ଷଷ୍ଠ ନମ୍ବରରେ ବ୍ୟାଟିଂ କରିବେ। ସରେର ଦୁଇ ପେସ ବୋଲିଂ ଅଲରାଉଣ୍ଡର ଗସ ଆଟକିନସନ, ଜେମି ଓଭରଟନ ଏବଂ ଜୋଶ ଟଙ୍ଗ ମଧ୍ୟ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ, ଜାଣନ୍ତୁ ଭାରତର ଏହି ଖେଳାଳି ଶୀର୍ଷରେ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?