Posted inଖେଳ

୯୩ ରନରେ ଜିତିଲା ଇଂଲଣ୍ଡ…

କୋଲକାତା,୧୧।୧୦: ପଶ୍ଚିମବଙ୍ଗର କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଥିବା ବିଶ୍ୱକପ ୨୦୨୩ର ୪୪ତମ ମ୍ୟାଚରେ ଇଂଲଣ୍ଡ ପାକିସ୍ତାନକୁ ୯୩ ରନରେ ପରାଜିତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବୋଲିଂ ଆରମ୍ଭ କରିଥିଲା।

ଇଂଲଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୩୭ ରନ କରିଥିଲା। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୩୩୮ରନ ରହିଥିଲା।
ପାକିସ୍ତାନ ୪୩.୩ ଓଭରରେ ୧୦ ଓ୍ବିକେଟ ହରାଇ ୨୪୪ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri