Posted inଖେଳ

ଟସ୍‌ ଜିତିଲା ଇଂଲଣ୍ଡ

ବର୍ମିହାମ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି -୨୦ ଆଜି ନଟିଂହାମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର୍‌ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜିର ମ୍ୟାଚ୍‌ରେ ଇଂଲଣ୍ଡ ଦୁଇଟି ପରିବର୍ତ୍ତନ କରିଛି। ଏଥି ସହିତ ଭାରତୀୟ ଅଧିନାୟକ ରୋହିତ ଶର୍ମା ଦଳରେ ଚାରିଟି ପରିବର୍ତ୍ତନ କରିଛନ୍ତି। ଶେଷ ଏକାଦଶରେ ରବି ବିଷ୍ଣୋଇ, ଉମ୍ରାନ ମଲିକ, ଆବେଶ ଖାନ ଏବଂ ଶ୍ରେୟାସ ଆୟରଙ୍କୁ ସାମିଲ କରାଯାଇଛି। ଏଥିସହିତ ହାର୍ଦ୍ଦିକ ପାଣ୍ଡ୍ୟା, ୟୁଜବେନ୍ଦ୍ର ଚହଲ, ଜସପ୍ରୀତ ବୁମ୍‌ରା ଏବଂ ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇଛି।
ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ୨-୦ ଅଗ୍ରଣୀ ହାସଲ କରିସାରିଛି। ଇଂଲଣ୍ଡ ବିପକ୍ଷରେ କ୍ଲିନ୍‌ସୁଇପ୍‌ କରିବାକୁ ଚାହୁଁଛି ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri