Posted inଖେଳ

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଟସ୍‌ ଜିତିଲା ଇଂଲଣ୍ଡ

ଲର୍ଡସ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆଜିଠାରୁ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ବର୍ଷା ଯୋଗୁ ବିଳମ୍ବରେ ଟସ୍‌ ହୋଇଛି। ଇଂଲଣ୍ଡ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଗୋଟିଏ ଏବଂ ଇଂଲଣ୍ଡ ୩ଟି ପରିବର୍ତ୍ତନ ହୋଇଛି। ଏହି ୫ ମ୍ୟାଚ ବିଶିଷ୍ଟ ସିରିଜରେ ଉଭୟ ଦଳ ଅଗ୍ରଣୀ ହେବା ଉପରେ ନଜର ରଖିଛନ୍ତି। ବର୍ଷା ଏବଂ ଖରାପ ପାଗ ଯୋଗୁ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଡ୍ର’ରେ ଶେଷ ହୋଇଥିଲା। ଇଂଲଣ୍ଡର କିମ୍ବଦନ୍ତୀ ବୋଲର ଷ୍ଟୁଆର୍ଟ ବ୍ରଡ ଏହି ସିରିଜରୁ ବାଦ ପଡିଥିବାବେଳେ ଭାରତୀୟ ପେସର ଶାର୍ଦ୍ଦୁଲ ଠାକୁର ଦ୍ୱିତୀୟ ଟେଷ୍ଟରୁ ଆହତ ଯୋଗୁ ବାଦ୍‌ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ହରାଇଲା ଭାରତ

ଦୁବାଇ,୧।୫(ପି.ଟି.): ସଦ୍ୟପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତ ତା’ର ଶୀର୍ଷ ସ୍ଥାନ ହରାଇଛି। ଶୁକ୍ରବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ଭାରତ ତୃତୀୟ ସ୍ଥାନକୁ...

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ...

ଜଗା ୟୁନାଇଟେଡ୍‌ କ୍ଲବ ସେମିରେ

ଢେଙ୍କାନାଳ ଅଫିସ,୧୭ା୧୧: ଢେଙ୍କାନାଳ କ୍ରୀଡ଼ା ସଂଘ ଆନୁକୂଲ୍ୟରେ ତଥା ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ସ୍ବର୍ଗତ ଅଧିକାରୀ ସାମଲ ମେମୋରିଆଲ...

ଟେଷ୍ଟ କ୍ରିକେଟରେ ରେକର୍ଡ ଭାଗୀଦାରି

ଟେଷ୍ଟ କ୍ରିକେଟରେ ଏମିତି ଏକ ରେକର୍ଡ ଅଛି, ଯାହା ପ୍ରାୟ ପ୍ରଶଂସକଙ୍କୁ ଜଣା ନ ଥିବ। ଟେଷ୍ଟରେ ଯେକୌଣସି ଉଇକେଟ ପାଇଁ ସର୍ବାଧିକ ଭାଗୀଦାରିର ରେକର୍ଡ...

ଏମିତି କାମ କରି ଧରାପଡିଲେ କୋହଲି, ପ୍ରଶଂସକ କରୁଛନ୍ତି ନିନ୍ଦା: ଭିଡିଓ ଭାଇରାଲ

କେପ୍‌ଟାଉନ୍‌,୨୪।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ବିରାଟ କୋହଲି ଅର୍ଦ୍ଧଶତକ ହାସଲ କରିଥିଲେ। କିନ୍ତୁ ଟିମ ଇଣ୍ଡିଆ ମ୍ୟାଚକୁ...

ଫନ୍‌ ଫିଟ୍‌ନେସ ଚ୍ୟାଲେଞ୍ଜ

ବେଙ୍ଗାଲୁରୁ, ୨୨।୪ – କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପ୍ରଭାବିତ ହୋଇଥିବା ଗରିବ ଓ ପ୍ରବାସୀ ଶ୍ରମିକଙ୍କ ପାଇଁ ପାଣ୍ଠି ସଂଗ୍ରହ ଉଦ୍ଦେଶ୍ୟରେ ଭାରତୀୟ ମହିଳା...

ପ୍ଲିସ୍‌କୋଭା ଫାଇନାଲରେ

ବେଜିଂ, ୧୫ା୯ (ଏଏଫ୍‌ପି)- ବିଶ୍ୱର ଦୁଇ ନମ୍ବର ମାନ୍ୟତାପ୍ରାପ୍ତ କାରୋଲିନା ପ୍ଲିସକୋଭା ଡବ୍ଲ୍ୟୁଟିଏ ଝେଙ୍ଗ୍‌ଝୋ ଓପନ୍‌ ଟେନିସ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ସେ...

ଇତିହାସ ଲକ୍ଷ୍ୟରେ ୧୪୦ କେଜି ଓଜନର ବୋଲରଙ୍କୁ ଖେଳାଇଲା ଓ୍ବେଷ୍ଟଇଣ୍ଡିଜ

ମାଞ୍ଚେଷ୍ଟର, ୨୪।୭: ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ନିର୍ଣ୍ଣାୟକ ୩ୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି...

Advertisement
Archives

Model This Week