ସର୍ବଦଳୀୟ ବୈଠକ ଡାକିଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବୁଧବାର ସମସ୍ତ ରାଜନୈତିକ ଦଳଗୁଡ଼ିକୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ। ନିୟମାନୁସାରେ ୫ ବର୍ଷର କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ସାଧାରଣ ର୍ନିବାଚନ ହେବା ଆବଶ୍ୟକ।
ତ୍ରୁଟିଶୂନ୍ୟ ଭୋଟର୍‌ ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ର୍ନିବାଚନ କମିଶନ ସମସ୍ତ ରାଜନୈତିକ ଦଳମାନଙ୍କର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ସର୍ବଦଳୀୟ ବୈଠକରେ ରାଜନୈତିକ ଦଳମାନଙ୍କର ସଭାପତି, ସମ୍ପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିମାନେ ଯୋଗ ଦେଇପାରିବେ। କରୋନା କଟକଣା କାରଣରୁ ପ୍ରତ୍ୟେକ ରାଜନୈତିକ ଦଳରୁ ଜଣେ କିମ୍ବା ୨ ଜଣ ପ୍ରତିନିଧି ବୈଠକରେ ଯୋଗଦେବାକୁ କମିଶନଙ୍କ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଅନ୍‌ଲାଇନରେ ହେବ ପରିବହନ ବିଭାଗର ସମସ୍ତ କାମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ) : ଜାନୁୟାରୀ ୧ରୁ ପରିବହନ ବିଭାଗର ନୂଆ ନିୟମ ଲାଗୁ ହେବ। ଏଥର ସମସ୍ତ କାମ ଅଫ୍‌ଲାଇନ ନୁହେଁ ଅନ୍‌ଲାଇନରେ ହେବ । ଡ଼ିଏଲଠୁ...

ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି – ଫାଶୀଗୁଡ଼ା ରାସ୍ତାରେ ରବିବାର ୨ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ...

କ୍ୟାପିଟାଲ ହସ୍ପିଟାଲରେ ଜରାରୋଗୀ ୱାର୍ଡ ଉଦ୍‌ଘାଟିତ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପରେ ବ୍ୟାପକ ସୁଧାର ଆସିଥିବାବେଳେ ବୁଧବାର ହସ୍ପିଟାଲ ପରିସରରେ ଜରାରୋଗୀ ୱାର୍ଡ ବା ଜେରିଆଟ୍ରିକ୍‌ ୱାର୍ଡ ଉଦ୍‌ଘାଟିତ ହୋଇଯାଇଛି। ବୃଦ୍ଧାବୃଦ୍ଧମାନଙ୍କ...

ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ

ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ...

ନିଦ ହଜାଉଛି ଜରିମାନା

ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ...

ସଟ୍‌ଡାଉନ୍‌ କାର୍ଯ୍ୟକାରୀ ସଫଳ, ୩ ଜିଲାବାସୀଙ୍କୁ ଧନ୍ୟବାଦ: ଡିଜିପି

କଟକ ଅଫିସ,୨୬।୪: କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ତିନୋଟି ଜିଲା ଯଥା ଭଦ୍ରକ, ବାଲେଶ୍ବର ଏବଂ ଯାଜପୁର ଜିଲ୍ଲାରେ ଘୋଷଣା କରାଯାଇଥିଲା। ରବିବାର ସକାଳ...

୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା...

ଏସ୍‌ସିବିରୁ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି

କଟକ ଅଫିସ,୧୦।୭: ଏସ୍‌ସିବି ମେଡିକାଲ ଅଡିଟୋରିୟମରୁ ପ୍ରାୟ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡ଼ିଛି। କେବେଠୁ ଏହି ଚୋରି ହେଲାଣି ସେ ସମ୍ପର୍କରେ ମେଡିକାଲ...

Advertisement
Archives

Model This Week