Posted inଖେଳ

ଇଂଲିଶ ପ୍ରିମିୟର ଲିଗ୍‌: ପଡ଼ିଆକୁ ଆଂଶିକ ଦର୍ଶକ ଫେରିବେ

ଲଣ୍ଡନ, ୨୫ା୧୧ (ଏପି)-ମାର୍ଚ୍ଚ ମାସ ପରେ ଆସନ୍ତା ସପ୍ତାହରେ ଇଂଲିଶ ପ୍ରିମିୟର ଲିଗ୍‌ ମ୍ୟାଚ୍‌ରେ ପ୍ରଥମ ଥର ଆଂଶିକ ଦର୍ଶକଙ୍କୁ ଦେଖିବାଲାଗି ମିଳିବ। ଡିସେମ୍ବର ୨ରେ ଦେଶରେ ନ୍ୟାଶନାଲ ଲକ୍‌ଡାଉନ୍‌ ଶେଷ ହେବାପରେ କରୋନାଭାଇରସ୍‌ କଟକଣା ହ୍ରାସ ପାଇବ। ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ଷ୍ଟାଡିୟମକୁ ଆଂଶିକ ଦର୍ଶକଙ୍କୁ ଅନୁମତି ଦେବେ। ଯେଉଁ ଅଞ୍ଚଳରେ କୋଭିଡ୍‌ ସଂକ୍ରମଣ ହାର କମ୍‌ ୨,୦୦୦ରେ ସୀମିତ ରହିଛି ସେହି ଅଞ୍ଚଳରେ ସର୍ବାଧିକ ୪,୦୦୦ ଦର୍ଶକଙ୍କୁ ଅନୁମତି ମିଳିବ। ଯେଉଁ ଅଞ୍ଚଳରେ ସଂକ୍ରମଣ ହାର ଅଧିକ ସେଠି ଦର୍ଶକଙ୍କୁ ଅନୁମତି ମିଳିବ ନାହିଁ। ପ୍ରଥମେ ଅକ୍ଟୋବରରେ ଦର୍ଶକଙ୍କୁ ଅନୁମତି ଦେବା ବିଷୟ ଚିନ୍ତା କରାଯାଇଥିଲା। ମାତ୍ର କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ଯୋଜନାକୁ ସ୍ଥଗିତ ରଖାଯାଇଥିଲା। ସରକାର କେଉଁ ସହରଗୁଡ଼ିକରେ ଦର୍ଶକଙ୍କୁ ଅନୁମତି ଦେବେ ସରକାର ତାହା ଗୁରୁବାର ଘୋଷଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ରେ ନୂଆ ରେକର୍ଡ ସୃଷ୍ଟି କଲେ ସୂର୍ଯ୍ୟକୁମାର, ରୋହିତ ଶର୍ମାଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ,୩।୩: ଭାରତୀୟ ଟି-୨୦ କ୍ରିକେଟରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବେ ଭାରତର ସବୁଠାରୁ ସଫଳ ଟି-୨୦…

ବର୍ଷା ଯୋଗୁ ଯଦି ଭାରତ-ଇଂଲଣ୍ଡ ଟି-୨୦ ବିଶ୍ୱକପ ସେମିଫାଇନାଲ ବାତିଲ ହୁଏ, ତେବେ କିଏ ଯିବ ଫାଇନାଲକୁ? ଜାଣନ୍ତୁ କ’ଣ କହୁଛି ICC ନିୟମ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ଇଂଲଣ୍ଡ ମାର୍ଚ୍ଚ ୫ରେ T20 ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ମୁମ୍ବାଇର ଐତିହାସିକ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାକୁ…

ସେମିଫାଇନାଲରେ ଭାରତ ଖେଳ ବିଗାଡ଼ି ପାରନ୍ତି ଏହି ୫ ଇଂଲଣ୍ଡ ଖେଳାଳି

ମୁମ୍ବାଇ,୩।୩: ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଭାରତ ଦୁଇଥର ଚାମ୍ପିଅନ ଇଂଲଣ୍ଡକୁ ଭେଟିବ। ଏହି ଟୁର୍ନାମେଣ୍ଟରେ ଇଂଲଣ୍ଡ ଅନେକ…

ବାହାରିନରେ ଫଶିଛନ୍ତି ଶତାଧିକ ଏଫ୍‌୧ ଷ୍ଟାଫ୍‌: ଫେରିବାକୁ ମିଳୁ ନାହିଁ ବାଟ

ମନମା,୨।୩: ଫର୍ମୁଲା-୧ ରେସିଂ ସହ ଜଡ଼ିତ ଶତାଧିକ ଷ୍ଟାଫ ବାହାରିନରେ ଫଶି ରହିଛନ୍ତି। ମିଡିଲ ଇଷ୍ଟରେ ଦେଖାଦେଇଥିବା ଯୁଦ୍ଧ ପରିସ୍ଥିତି ଯୋଗୁ ସେମାନଙ୍କୁ ସ୍ୱଦେଶ ଫେରିବାକୁ ବାଟ…

ପାକିସ୍ତାନ ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିବ ପିସିବ

କରାଚୀ,୨।୩: ଚଳିତ ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ଖେଳାଳିଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିବାକୁ ଦେଶର କ୍ରିକେଟ ବୋର୍ଡ ଚିନ୍ତା କରୁଛି। ଏକ…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ସାମସନ

କୋଲକାତା,୨।୩: ଭାରତୀୟ ଓପନର ସଞ୍ଜୁ ସାମସନ ଓ୍ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ୫୦ ବଲରେ ଅପରାଜିତ ୯୭ ରନର ବିସ୍ଫୋରକ ଇନିଂସ ଖେଳିଥିଲେ। ଟି୨୦ ବିଶ୍ୱକପ୍‌…

ସ୍ୱଦେଶ ଫେରିପାରୁନାହିଁ ଜିମ୍ୱାଓ୍ୱେ ଦଳ

ନୂଆଦିଲ୍ଲୀ, ୧ା୩: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଜିମ୍ୱାଓ୍ୱେର ଅଭିଯାନ ଶେଷ ହୋଇଛି। ଦଳ ବର୍ତ୍ତମାନ ସ୍ୱଦେଶ ଫେରିବାକୁ ଥିବାବେଳେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁ ବର୍ତ୍ତମାନ ଦୁବାଇ…

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri