ଇଂଲିଶ ପ୍ରଫେସରଙ୍କୁ ଆକ୍ରମଣ କଲେ ସ୍ତ୍ରୀ

ଗୋପାଳପୁର,୨୧।୮(ଡି.ଏନ୍‌.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପିଜି କାଉନସିଲ କାର୍ଯ୍ୟାଳୟ ପରିସରରେ କବାଟ କିଳି ଇଂଲିଶ ବିଭାଗ ଆସୋସିଏଟ୍‌ ପ୍ରଫେସରଙ୍କୁ ତାଙ୍କ ସ୍ତ୍ରୀ ଶନିବାର କୌଣସି କାରଣକୁ ନେଇ ପିଟିଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣାସ୍ଥଳରେ ଉପସ୍ଥିତ ଅଧ୍ୟାପିକା ଓ ଅଧ୍ୟାପକଙ୍କ ସହ ଅନ୍ୟକର୍ମଚାରୀମାନେ ଉଭୟଙ୍କୁ କବାଟ ଖୋଲିବାକୁ କହିଥିଲେ ମଧ୍ୟ ସେମାନେ ଖୋଲି ନ ଥିଲେ। ପରେ କବାଟ ଖୋଲିବାରୁ ପ୍ରଫେସରଙ୍କୁ ତାଙ୍କ ସ୍ତ୍ରୀ ପିଟୁଥିବା ଦେଖିବାକୁ ମିଳିଥିଲା। ଏହାର କାରଣ ଜଣାପଡ଼ିନଥିବା ବେଳେ ଗୋପାଳପୁର ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri