ବଜାରରେ ଏନିଗ୍‌ମାର ନୂତନ ମଡେଲ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ ଇଲେକ୍ଟ୍ରି ଭେହକିଲ(ଇଭି) ନିର୍ମାତା ଏନିଗ୍‌ମା ଅଟୋମୋବାଇଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କ୍ରିଙ୍କ୍‌ (ଟ୍ରେଡ୍‌ମାର୍କଡ୍‌) ଓ ଜିଟି ୪୫୦ (ଟ୍ରେଡ୍‌ମାର୍କଡ୍‌) ସିରିଜ୍‌ର ହାଇସ୍ପିଡ୍‌ ଭାରିଆଣ୍ଟର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏନିଗ୍‌ମାର ନ୍ୟୁ କ୍ରିଙ୍କ୍‌ ଭି୧ ଓ ଜିଟି ୪୫୦ ପ୍ରୋର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଥିବା ଜଣାପଡ଼ିଛି।
ଏ ସମ୍ପର୍କରେ ଏନିଗ୍‌ମାର ପରିଚାଳନା ନିର୍ଦ୍ଦେଶକ ଅନ୍‌ମୋଲ ବୋହରେ କହିଛନ୍ତି, କ୍ରିଙ୍କ୍‌ ଭି୧ ଓ ଜିଟି୪୫୦ ପ୍ରୋର ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି କ୍ରିଙ୍କ୍‌ ଭି୧ରେ ରେଟ୍ରୋ ଷ୍ଟାଇଲିଂ ରହିଥିବା ବେଳେ ଜିଟି ୪୫୦ ପ୍ରୋ ଫ୍ୟୁଚରିଷ୍ଟିକ୍‌ ଡିଜାଇନକୁ ପ୍ରଦର୍ଶିତ କରୁଛି। ସେହିଭଳି କ୍ରିଙ୍କ୍‌ ଭି୧ରେ ୨୧୦କେଜିର ଲୋଡିଂ ରେଞ୍ଜ, ଫ୍ରଣ୍ଟ ଡିସ୍କ, ରିୟର ଡିସ୍କ ବ୍ରେକିଂ ସିଷ୍ଟମ, ୭୨ଭିରେ ୩୬ ଏଏଚ୍‌ ପର୍ଯ୍ୟନ୍ତ ବ୍ୟାଟେରି କ୍ଷମତା, ୧୦ଏଏମ୍‌ପି ଚାର୍ଜରରେ ୩.୫ ଘଣ୍ଟାର ଚାର୍ଜିଂ ସମୟ ସହ ୧୪୦କି.ମି. ପର୍ଯ୍ୟନ୍ତ ଡ୍ରାଇଭିଂ ରେଞ୍ଜ, ୭୦ କି.ମି. ପ୍ରତି ଘଣ୍ଟାର ଟପ୍‌ ସ୍ପିଡ୍‌ ରହିଛି। ସେହିପରି ଉଭୟ ବାଇକ୍‌ ଗ୍ରେ, ଗୋଲ୍ଡ, ହ୍ବାଇଟ୍‌, ସିଲ୍‌ଭର, ବ୍ଲୁ ଓ ମ୍ୟାଟ୍‌ ବ୍ଲାକ୍‌ କଲର ରେଞ୍ଜରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri