Posted inଖେଳ

ପୂର୍ବାଞ୍ଚଳ ପ୍ରତିଭା ଚୟନ ଜୋନାଲ କମିଟିରେ ପ୍ରବୋଧ

ଭୁବନେଶ୍ୱର, ୮।୧ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏନ୍‌ଆଇଏସ୍‌ ଆଥଲେଟିକ୍‌ କୋଚ୍‌ ତଥା ଅନ୍ତର୍ଜାତୀୟ ଟେକ୍ନିକାଲ ଅଫିସିଆଲ ପ୍ରବୋଧ କୁମାର ମହାନ୍ତିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟର ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଅନ୍ତର୍ଗତ ପୂର୍ବାଞ୍ଚଳର ପ୍ରତିଭା ଚୟନ ଜୋନାଲ କମିଟିରେ ସେ ସ୍ଥାନ ପାଇଛନ୍ତି। ପଶ୍ଚିମବଙ୍ଗ, ଆସାମ, ମଣିପୁର, ତ୍ରିପୁରା, ମେଘାଳୟ, ମିଜୋରାମ, ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ଆଣ୍ଡାମାନ ଓ ନିକୋବର, ଲାକ୍ଷାଦୀପ, ନାଗାଲାଣ୍ଡ, ସିକ୍କିମ ଓ ଅରୁଣାଚଳ ପ୍ରଦେଶ ପୂର୍ବାଞ୍ଚଳ ଅଧୀନରେ ରହୁଥିବାରୁ ପ୍ରବୋଧଙ୍କ ଦାୟିତ୍ୱ ବଢ଼ିଛି। ଓଡ଼ିଶା ଆଥଲେଟିକ୍‌ ଆସୋସିଏଶନ (ଓଏଏ) ସମ୍ପାଦକ ଆଶୀର୍ବାଦ ବେହେରା ଏବଂ ଅନ୍ୟ ସଦସ୍ୟମାନେ ପ୍ରବୋଧଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ ୨୦୨୪ରେ ସବୁଠାରୁ ଲମ୍ବା ଛକା ମାରିଲେ ଦୀନେଶ କାର୍ତ୍ତିକ, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୧୬।୪: ସୋମବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଦୀନେଶ କାର୍ତ୍ତିକ ଆଇପିଏଲ ୨୦୨୪ର ଦୀର୍ଘତମ ଛକା ମାରିଛନ୍ତି। କାର୍ତ୍ତିକ ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଟି ନଟରାଜନଙ୍କ ବଲରେ...

ଆଇପିଏଲ୍‌ରେ ଅଲୋଡା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ...

ଏହି ୪ ଖେଳାଳିଙ୍କ ପାଇଁ ହାରିଲା ଆରସିବି

ନୂଆଦିଲ୍ଲୀ,୧୬।୪: ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩...

ଆଇପିଏଲ୍‌ରେ ଇତିହାସ ରଚିଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୧୬।୪; ଆଇପିଏଲ ୨୦୨୪ର ୩୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇତିହାସ ରଚିଛି। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଆଇପିଏଲର ସର୍ବାଧିକ ସ୍କୋର...

୬ ପରାଜୟ ପରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିବ କି ଆରସିବି: ଜାଣନ୍ତୁ କ’ଣ କହୁଛି ସମୀକରଣ

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ...

ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ

ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଲିଗ୍‌...

ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ଅଣ୍ଡରଉଡ୍‌ଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୧୬ା୪ (ପି.ଟି.): ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ବିବେଚନା କରାଯାଉଥିବା ଡେରିକ୍‌ ଅଣ୍ଡରଉଡ୍‌ଙ୍କର କେଣ୍ଟଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ...

ସନରାଇଜର୍ସର ରେକର୍ଡ ସ୍କୋର

ବେଙ୍ଗାଲୁରୁ,୧୬ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବିପକ୍ଷରେ ଦ୍ରୁତ ଶତକ ହାସଲ କରିଛନ୍ତି ସନରାଇଜର୍ସ ହାଇଦ୍ରାବାଦର ଟ୍ରାଭିସ୍‌ ହେଡ୍‌। ନିର୍ଦ୍ଧାରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri