୧୫ ରୁ ୧୬ ମଧ୍ୟରେ ନାମଲେଖା, ୧୭ରୁ ପାଠପଢା

ଭୁବନେଶ୍ବର,୧୨।୧୧(ବ୍ୟୁରୋ): ବିଏଡ ଓ ବିଏଚଇଡି ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ନାମଲେଖା ୧୫ ରୁ ୧୬ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ୧୭ରୁ ପାଠପଢା ଆରମ୍ଭ ହେବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନାମଲେଖା ସମୟରେ ଛାତ୍ରୀଛାତ୍ର ଇଣ୍ଟିମେଶନ ଲେଟର ସହ ଅନ୍ୟ ସମସ୍ତ ଡକ୍ୟୁମେଣ୍ଟ ଦାଖଲ କରିବେ । ତେବେ ଏଗୁଡିକ ଉପରେ କଡା ପଦକ୍ଷେପ ଗ୍ରହଣ କରିବାକୁ ବିଏଡ ପାଠ୍ୟକ୍ରମ ଥିବା କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ହୋଇଛି । ସେନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସୂଚନା ପ୍ରକାଶ ପାଇଛି। ବିଭାଗୀୟ ଅତିରିକ୍ତ ସଚିବ ରମାକାନ୍ତ ନାୟକ କହିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ ଓରିଜିନାଲ ଡକ୍ୟୁମେଣ୍ଟ ତଥା ସାର୍ଟିଫିକେଟକୁ ଭଲ ଭାବେ ଯାଞ୍ଚ କରାଯିବା ଆବଶ୍ୟକ । ଡକ୍ୟୁମେଣ୍ଟ ଓ ଆପ୍ଲିକେଶନ ଫର୍ମରେ କିଛି ତ୍ରୁଟି ଥିଲେ ତୁରନ୍ତ ଶିକ୍ଷା ସେକ୍ସନକୁ ପଠାଇବାକୁ କଲେଜ ଅଧ୍ୟକ୍ଷକଙ୍କୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri