ଏପ୍ରିଲ୍‌ ୨ରୁ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଚଳିତ ବର୍ଷ ଆସନ୍ତା ଜୁଲାଇ ୧୭ରେ ନିଟ୍‌ ୟୁଜି ପରୀକ୍ଷା ହୋଇପାରେ। ଏନେଇ ଅନ୍‌ଲାଇନ୍‌ ପଞ୍ଜୀକରଣ ଶନିବାର(ଏପ୍ରିଲ୍‌ ୨)ରୁ ଆରମ୍ଭ ହେବ। ତେବେ ପଞ୍ଜୀକରଣର ଶେଷ ସମୟ ସୀମା ମେ ୭ ପର୍ଯ୍ୟନ୍ତ ରହିଛି। ପରୀକ୍ଷା ୧୩ଟି ଭାଷାରେ ଅନୁଷ୍ଠିତ ହେବ । ଛାତ୍ରୀଛାତ୍ର ପଞ୍ଜୀକରଣ କରିବା ପରେ ସଂଶୋଧନ ଲାଗି ୫ ଦିନ ସମୟ ଦିଆଯିବ । ୨୦୨୧ ଶିକ୍ଷାବର୍ଷରେ ସମୁଦାୟ ୧୬ ଲକ୍ଷ ୧୪ ହଜାର ୭୭୭ ପଞ୍ଜୀକରଣ କରିଥିବାବେଳେ ୯୫.୬ ପ୍ରତିଶତ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୭୦ ହଜାର ୭୪ ସଫଳ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨...

ସାହାଯ୍ୟକାରୀକୁ ସାହାଯ୍ୟ

ସାଂପ୍ରତିକ ସାମାଜିକ ସ୍ଥିତିରେ ବ୍ୟକ୍ତିଗତ ସ୍ବାର୍ଥ ଓ ଉନ୍ନତି ପଛରେ ଆମେ ଯେତିକି ଗୁରୁତ୍ୱ ଦେଉଛେ ସେହି ଅନୁସାରେ ଉଦାର ମନୋଭାବ, ଦୟା ଓ ପରୋପକାର...

ନୀତି ଆୟୋଗ ର଼୍ୟାଙ୍କିଙ୍ଗ ଉପରେ ଗୁରୁତ୍ୱ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା ଓ ଅନ୍ୟାନ୍ୟ ସାମାଜିକ କ୍ଷେତ୍ରରେ ବିକାଶକୁ ନେଇ ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି। ଯେଉଁ ବିଷୟବସ୍ତୁକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ...

ତୁଟୁନି ବିଜେଡି-ଭାଜପା କଳି

ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି...

ୟୁସିସିସିର ନୂତନ କର୍ମକର୍ତ୍ତା ଚୟନକୁ ନେଇ ବିବାଦ

ଭୁବନେଶ୍ୱର,୨୧।୯(ଶର୍ମିଷ୍ଠା ପାଣିଗ୍ରାହୀ)ଉତ୍କଳ ସିନେ ଚାମ୍ବର୍ସ ଅଫ୍‌ କମର୍ସ(ୟୁସିସିସି)କୁ ନେଇ ପ୍ରଯୋଜକଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଥମିବାରେ ନଁା ନେଉନି। ୟୁସିସି ନୂଆ କର୍ମକର୍ତ୍ତା ପାଇଥିବା...

CORONAVIRUS UPDATE: ରାଜ୍ୟରେ ୮୧,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୯୪୯ ପଜିଟିଭ୍‌

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୯୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଭୁବନେଶ୍ୱରରେ ଜିଗଲୋ ର଼୍ୟାକେଟ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କେତେକ ଯୁବକ ଜିଗଲୋ(କଲ୍‌ ବୟ) ସାଜି ମହିଳାଙ୍କ ଯୌନ ଲାଳସା ମେଣ୍ଟାଉଛନ୍ତି। ଏହି ର଼୍ୟାକେଟ ପଛରେ ଥିବା ମାଷ୍ଟରମାଇଣ୍ଡ ଅନ୍‌ଲାଇନ୍‌ରେ...

କେସ୍‌ ଡାଏରୀ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍‌ ଡାଏରୀ ଦାଖଲ ପାଇଁ କମିଶନରେଟ୍‌ ପୋଲିସ ଶୁକ୍ରବାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି...

Advertisement
Archives

Model This Week