ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ

ପୁରୀ,୭ା୧୧: ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍‌ କ୍ୟାମେରା ନେଇ ଜଣେ ଶ୍ରଦ୍ଧାଳୁ ପ୍ରବେଶ କରିଛନ୍ତି। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଧରିଛନ୍ତି ଜେଟିପି। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ ବୋଲି ସୂଚନାରୁ ଜଣାପଡ଼ିଛି। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri